ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୨୦.୭୯%

ଭୁବନେଶ୍ୱର,୧।୭: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ମେ ମାସରେ ୩୩୦ ପଏଣ୍ଟ ଥିଲା। ଜୁନ୍‌ରେ ଏହା ୨ ପଏଣ୍ଟ ବଢି ୩୩୨ ପଏଣ୍ଟ ଛୁଇଁଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୫୦ ପଏଣ୍ଟ ଥିଲା। ଏଥିରେ ୫ ପଏଣ୍ଟ ବୃଦ୍ଧି ପାଇ ୩୫୫ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୨୭ ପଏଣ୍ଟ ଥିବା ବେଳେ ଏଥିରେ ୨ ପଏଣ୍ଟ ବୃଦ୍ଧି ପାଇ ୩୨୯ ପଏଣ୍ଟ ରହିିଛି। ସରକାରୀ କର୍ମଚାରୀମାନେ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ୭% ଭତ୍ତା ବୃଦ୍ଧି ହୋଇ ୨୪% ହୋଇଛି। ବର୍ଦ୍ଧିତ ଡିଏ ମଧ୍ୟରୁ ୪% ପିଛିଲା ଭାବେ ଚଳିତ ବର୍ଷ ଜାନୁୟାରୀ ଏବଂ ଅବଶିଷ୍ଟ ୩% ଜୁଲାଇ ପହିଲାରୁ କର୍ମଚାରୀ ପାଇବେ।
ବର୍ତ୍ତମାନ ବ୍ୟାଙ୍କ କର୍ମଚାରୀମାନେ ୭୬.୧% ମହଙ୍ଗା ଭତ୍ତା ପାଉଛନ୍ତି। ସଂଶୋଧିତ ହାରରେ ଅଗଷ୍ଟ ପହିଲାରୁ ସେମାନେ ୨୦.୭୯% ଭତ୍ତା ପାଇବେ। ସେହିଭଳି ବୀମା କର୍ମଚାରୀମାନେ ବର୍ତ୍ତମାନ ୬୯.୪% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୧.୪% ବୃଦ୍ଧି ଘଟି ୭୦.୮% ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ଅଗଷ୍ଟ ପହିଲାରୁ ପାଇବେ।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୫୯.୯% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୨.୯% ହ୍ରାସ ଘଟି ୧୬୨.୮% ହୋଇଛି। ଏହି ଡିଏ ସେମାନେ ଚଳିତ ବର୍ଷ ଅକ୍ଟୋବର ପହିଲାରୁ ପାଇବେ। ରିଜର୍ଭ ବ୍ୟାଙ୍କର ପ୍ରାୟ ୩ ହଜାର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ବର୍ତ୍ତମାନ ପେନ୍‌ସନ ପାଉନାହାନ୍ତି। ନିକଟରେ କେନ୍ଦ୍ର ସରକାର ଏମାନଙ୍କ ପେନ୍‌ସନ ମଞ୍ଜୁର କରି ଆର୍‌ବିଆଇ ଗଭର୍ନରଙ୍କ ନିକଟକୁ ପଠାଇଛନ୍ତି। ଅବସରପ୍ରାପ୍ତ ଅଫିସର ଏବଂ କର୍ମଚାରୀମାନେ ଗଭର୍ନରଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରି ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri