ଏମିତି ବି ମୃତ୍ୟୁ ଆସେ: ଭତ୍ତା ଟଙ୍କା ଆଣିବା ହେଲା ସ୍ବପ୍ନ

ଖଇରା,୧୬।୩(ଡି.ଏନ୍‌.ଏ.): ମୃତ୍ୟୁ କାହାକୁ କେତେ ବେଳେ ମଧ୍ୟ କବଳିତ କରିପାରେ। ଭତ୍ତା ଆଣିବା ରହିଗଲା ସ୍ବପ୍ନରେ। ଅଧା ରାସ୍ତାରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ନୂଆଗାଁରେ। ଗ୍ରାମର ମାୟାଧର ବାରିକ(୭୫) ବୁଧବାର ପଞ୍ଚାୟତ ଅଫିସକୁ ଭତ୍ତା ଟଙ୍କା ଆଣିବାକୁ ଯାଇଥିଲେ। କେନାଲ ରାସ୍ତା ଦେଇ ଯାଉଥିବା ବେଳେ ହଠାତ ଗୋଡ ଖସିଯିବାରୁ ତଳେ ପଡି ଯାଇଥିଲେ। ଗ୍ରାମବାସୀ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ ହେଁ ସେତେବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକ୍ଷେତ୍ରରେ ସୁଡ଼ଙ୍ଗ

ଶ୍ରୀକ୍ଷେତ୍ରରେ ଗଜପତିମାନେ ପୂର୍ବରୁ ରହୁଥିବା ସ୍ଥାନ ବାଲି ନଅର ଭାବରେ ପରିଚିତ ଥିଲା। ଏହି ନଅରକୁ କେନ୍ଦ୍ର କରି ବିଭିନ୍ନ ଦିଗରୁ ରହିଥିଲା ଅନେକ ସୁଡ଼ଙ୍ଗ...

ନେଚରସ୍‌ କ୍ଲବ, ସେଭ୍‌ ଦ ଚିଲଡ୍ରେନ୍‌ ପକ୍ଷରୁ କରୋନା ସଚେତନତା: ଅନ୍ତେବାସୀଙ୍କୁ ସାବୁନ୍‌, ମାସ୍କ ପ୍ରଦାନ

କେନ୍ଦ୍ରାପଡ଼ା ଅଫିସ,୯ା୪: କେନ୍ଦ୍ରାପଡ଼ା ଜିଲା ଶିଶୁଯତ୍ନ ଗୃହ, ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରଗୁଡ଼ିକରେ ନେଚରସ୍‌ କ୍ଲବ ଏବଂ ସେଭ୍‌ ଦ ଚିଲ୍‌ଡ୍ରେନ୍‌ ପକ୍ଷରୁ ମହାମାରୀ କରୋନା...

ଜୁଲାଇ ୨୪ ସୁଦ୍ଧା ସରିବ ସବୁ ପରୀକ୍ଷା

କଟକ ଅଫିସ,୨୭ା୫: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଜୁନ୍‌ ୧୭ ପରେ ବିଶ୍ୱବିଦ୍ୟାଳୟ ଖୋଲିଲେ ବାକି ଥିବା ସମସ୍ତ ପରୀକ୍ଷା...

ଅନୁଗୋଳରେ ନକଲି ବିଦେଶୀ ମଦ ସାମ୍ରାଜ୍ୟ

ଅନୁଗୋଳ ଅଫିସ, ୬ା୨:  ଅନୁଗୋଳ ସହର ଉପକଣ୍ଠ ରାଣୀଗୁଡ଼ାରୁ ମିଳିଛି ନକଲି ବିଦେଶୀ ମଦ ବ୍ୟବସାୟର ଲିଙ୍କ୍‌। ଶନିବାର ଅବକାରୀ ବିଭାଗ ଓ କଟକ ଫ୍ଲାଇଂ ସ୍କ୍ବାର୍ଡ...

ହାତୀ ଆକ୍ରମଣରେ ବୃଦ୍ଧ ମୃତ

  ଦେବଗଡ଼, ୧୨।୧୨(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ବାବୁରୀକାନୀ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ହାତୀ ଆକ୍ରମଣରେ କମାର କିଷାନ (୭୦) ନାମକ ଜଣେ...

ଖୋର୍ଦ୍ଧା ଉପଖଣ୍ଡରେ ୧୬ କରୋନା ପଜିଟିଭ୍‌ : ଟାଙ୍ଗୀର ସର୍ବାଧିକ ୧୧ ଚିହ୍ନଟ

ଖୋର୍ଦ୍ଧା ଅଫିସ,୭ା୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୧୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଟାଙ୍ଗୀର ସର୍ବାଧିକ ୧୧ଜଣ ଚିହ୍ନଟ ହୋଇଥିବା ବେଳେ...

ଜାନୁୟାରୀକୁ ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

କଟକ ଅଫିସ,୩୦।୧୧: ଦଶମ ଶ୍ରେଣୀର ସମେଟିଭ-୧ର ପରୀକ୍ଷା ତାରିଖ ଘୁଞ୍ଚିଲା। ଡିସେମ୍ବର ୨୭ରେ ହେବାକୁ ଥିବା ଏହି ପରୀକ୍ଷା ଜାନୟାରୀ ୫ ରୁ ୮ ତାରିଖରେ...

ଧାନ ରୋଇବାକୁ ଯାଇ ଆଉ ଫେରିଲେନି

ବନ୍ତ,୧୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ଯୁବ ଚାଷୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସେକ୍‌...

Advertisement
Archives

Model This Week