Posted inରାଜ୍ୟ

ଶୋଇଥିଲେ କ୍ଷେତରେ, ରାତି ଅଧରେ ପହଞ୍ଚିଲା ମୃତ୍ୟୁ

ବନ୍ତଳା,୧୫।୧୦(ବ୍ୟୁରୋ): ରାତିରେ ଫସଲକୁ ଜଗିବା ପାଇଁ କ୍ଷେତରେ ମଞ୍ଚ ଉପରେ ଶୋଇଥିଲେ। ଅଧରାତିରେ ହଠାତ୍‌ ମୃତ୍ୟୁ ରୂପେ ପହଞ୍ଚିଥିଲା ହାତୀ। ହାତୀ ଦଳି ଦେବାରୁ କ୍ଷେତରେ ଫସଲ ଜଗିଥିବା ପ୍ରକାଶ ସାହୁ(୪୭)ଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ରେଞ୍ଜ କୋଟ ଥାନା ମାଣିକ ଯୋଡ଼ି ପଞ୍ଜାୟତ କୁଲୁସର ଗ୍ରାମରେ ଗୁରୁବାର ରାତିରେ ଘଟିଛି ଏଭଳି ଘଟଣା। ଘଟଣା ବେଳେ ମୃତକଙ୍କ ସହ ଫସଲ ଜଗି ଥିଲେ ପ୍ରମୋଦ ସାହୁ (୫୦) ଓ ଚୌଧୁରୀ ସାହୁ (୩୫)। ସେମାନେ ଜୀବନ ବଞ୍ଚାଇ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ।

ଗ୍ରାମବାସୀମାନେ ମୃତଦେହକୁ କ୍ଷେତରେ ସକାଳ ପର୍ଯ୍ୟନ୍ତ ଜଗି ବସିଥିଲେ। ଶୁକ୍ରବାର ସକାଳେ ଏସିଏଫ୍‌ ରଞ୍ଜନ କୁମାର ବେହେରା, ଫରେଷ୍ଟର ଉଚ୍ଛବ ପ୍ରଧାନ ଓ ପୁରୁଣା କୋଟା ଥାନା ଅଧିକାରୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri