ଘରଠାରୁ ୫ ଶହ ମିଟର ଦୂରରେ  ଚାହିଁ  ରହିଥିଲା ମୃତ୍ୟୁ:  ଚାଲିଗଲା ଯୁବକଙ୍କ ଜୀବନ

ଭଞ୍ଜନଗର,୪।୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର କୁଲାଡ ଉପର ବାଗ୍‌ଦେବୀ ମନ୍ଦିର ସମ୍ମୁଖରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ  କୁଲାଡର ଶଙ୍କର ମହାରଣା (୪୦) ମୃତ୍ୟୁବରଣ କରିଛନ୍ତି । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏଥିସହ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦିଆଯାଇଛି।

ଘଟଣାରୁ ପ୍ରକାଶ ଯେ, ଶଙ୍କର ସନ୍ଧ୍ୟାରେ ବାଇକରେ ଭଞ୍ଜନଗରରୁ ଗ୍ରାମ ଅଭିମୁଖେ ଫେରୁଥିଲେ। ଘର ଠାରୁ ମାତ୍ର ୫୦୦ ମିଟର ଦୂରରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ଧକ୍କା ହୋଇଥିଲା। ଫଳରେ ଗ୍ରାମବାସୀ ଶଙ୍କରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ନେଇଥିଲେ। ମେଡ଼ିକାଲରେ ଶଙ୍କରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri