ଏମିତି ବି ମାଡ଼ିଆସେ ମୃତ୍ୟୁ

କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ପଳାଶପଙ୍ଗା ପଞ୍ଚାୟତ ବାଙ୍କମାରୁଣୀ ଗ୍ରାମର ସୁମିତ୍ରା ମହାନ୍ତ ଓ ଶୁଭମ ମହାନ୍ତ।
ସୂଚନା ଅନଯାୟୀ, ସାରେ ଏନ୍‌ଏଚ୍‌ ପାର୍ଶ୍ୱ ଘର ନିକଟରେ ସୁମିତ୍ରା ତାଙ୍କ ନାତି ଶୁଭମଙ୍କୁ ଧରି ବସିଥିଲେ। ସେତିକିବେଳେ ପଦ୍ମପୁରରୁ ପଳାଶପଙ୍ଗା ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ଭାରସାମ୍ୟ ହରାଇ ସେମାନଙ୍କ ଉପରେ ମାଡି ଯାଇଥିଲା। ଫଳରେ ଶୁଭମଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳ ସୁମିତ୍ରା ଗୁରୁତର ହୋଇଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ପଳାଶପଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିଛି। ଏନେଇ ସଦର ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇ-ଶ୍ରମ ପୋର୍ଟାଲ ପଞ୍ଜୀକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୦।୯: ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କର ପଞ୍ଜୀକରଣ ଲାଗି କେନ୍ଦ୍ର ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୬ରୁ ଆରମ୍ଭ କରାଯାଇଥିବା ଇ-ଶ୍ରମ ପୋର୍ଟାଲକୁ ଉତ୍ସାହଜନକ...

ଭାଜପା ପକ୍ଷରୁ ବିନା ରାଶନକାର୍ଡ଼ଧାରୀଙ୍କୁ ସାମଗ୍ରୀ ବଣ୍ଟନ

ବାଲେଶ୍ୱର ଅଫିସ, ୯।୫-କରୋନା ମହାମାରୀର ମୁକାବିଲା ପାଇଁ ସରକାରଙ୍କ ପାଖରେ ବର୍ତ୍ତମାନ ପର୍ଯ୍ୟନ୍ତ ଏକମାତ୍ର ବିକଳ୍ପ ସାମାଜିକ ଦୂରତ୍ୱ ରକ୍ଷା କରିବା। ସେହି କ୍ରମରେ ଗତ...

ଏୟାରଫିଲ୍ଡ ଥାନା ଏଏସ୍‌ଆଇଙ୍କ ନାଁରେ ମାମଲା

ଭୁବନେଶ୍ୱର,୭।୧୨(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର(ଡିଏନ୍‌ଏ): ଜଣେ ଠିକାଦାରଙ୍କୁ ଠକିବା ଅଭିଯୋଗରେ ଏୟାରଫିଲ୍ଡ ଥାନାର ଏଏସ୍‌ଆଇ ନବଘନ ସାହୁଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଖରୀପୁଟରେ ରହୁଥିବା ଠିକାଦାର ଅନୁପ...

ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି...

ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ

ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ...

ଖୋର୍ଦ୍ଧା: ୭୪% ଗ୍ରାମାଞ୍ଚଳ କୋଭିଡ୍‌ ମୁକ୍ତ

ଖୋର୍ଦ୍ଧା ଅଫିସ,୨୪।୮: ଖୋର୍ଦ୍ଧା ଜିଲାରେ କୋଭିଡ୍‌ ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାର ସୁଦ୍ଧା ଖୋର୍ଦ୍ଧା ଗ୍ରାମାଞ୍ଚଳରେ ୪୦,୯୭୫ଜଣଙ୍କ ପରୀକ୍ଷା...

୩୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୬ କରୋନା ଆକ୍ରାନ୍ତ। ସେଥିରୁ ୨୧ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫ ଲୋକାଲ କେସ୍‌...

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ...

Advertisement
Archives

Model This Week