ସାପ କାମୁଡା ଜନିତ ମୃତ୍ୟୁ: ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର,୧୮।୧୧: ସାପ କାମୁଡା ଜନିତ ମୃତ୍ୟକୁ ନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତିି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ଏଆଇଆଇଏମ୍‌ଏସ୍‌ ନିର୍ଦ୍ଦେଶକ, ଏସ୍‌ସିବି ପ୍ରତିନିଧି, ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ବୈଜ୍ଞାନିକ, ବିଶ୍ବବ୍ୟାଙ୍କ ପ୍ରତିନିଧି, ସ୍ନେକ ହେଲ୍ପ ଲାଇନ ମୁଖ୍ୟ ଶୁଭେନ୍ଦୁ ମଲ୍ଲିକଙ୍କ ସମେତ ୬ଜଣ ସଦସ୍ୟଙ୍କୁ ନେଇ ଏହି ଟିମ୍‌ ଗଠନ ହୋଇଛି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ସିଜଏମ୍‌ ଏହି କମିଟିର ଆବାହକ ।
ସାପ କାମୁଡ଼ାର ଲୋକେ ଅଧିକ ଶିକାର ହେଉଥିବା ବେଳେ ୩୦% ଲୋକ ଭୟଭୀତ ହୋଇ ହୃଦଘାତରେ ଜୀବନ ହାରୁଛନ୍ତି । ଓଡ଼ିଶାରେ ସାପ କାମୁଡ଼ା ମୃତ୍ୟୁରେ ଆଗରେ ରହିଛି। ଏଥିଲାଗି ଏକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଲୋକଙ୍କୁ ସଚେତନ କରିବା ସହ ସ୍ବାସ୍ଥ୍ୟକର୍ମୀଙ୍କୁ ଏ ନେଇ ଟ୍ରେନିଂ ଦେବା ଉଦ୍ଦେଶ୍ୟରେ ଏହି କମିଟି କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri