ଝିଅ ଘରକୁ ଯାଇ ଆଉ ଫେରିଲେନି ମା’

ବେତନଟୀ,୧୮।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ଗଡ଼ିଗା ବିଟ୍‌ ହାଉସର ମହୁଲବଣୀ ଜଙ୍ଗଲ ରାସ୍ତାର ଖଡ଼ିକପଦା ଗାଁ ନିକଟରୁ ଶନିବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ସେ ହେଲେ ଖଡ଼ିକପଦା ଗାଁର ସର୍ବେଶ୍ୱର ଦେହୁରୀଙ୍କ ସ୍ତ୍ରୀ ସୁମିତ୍ରା(୪୫)। ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀ ଜଙ୍ଗଲ ବିଭାଗକୁ ଖବର ଦେଇଥିଲେ। ସୁମିତ୍ରା ଶୁକ୍ରବାର ରାତିରେ ତାଙ୍କ ଝଅ ଘରକୁ ଯାଉଥିବାବେଳେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ବେତନଟୀ ରେଞ୍ଜର ଘନଶ୍ୟାମ ସିଂ ସୂଚନା ଦେଇଛନ୍ତି। ସକାଳେ ବନବିଭାଗ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri