ବିଚାରାଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଫୁଲବାଣୀ ଅଫିସ,୪।୪: ଚିକିତ୍ସାରେ ଅବହେଲା ଯୋଗୁ ଫୁଲବାଣୀ ଜିଲା କାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ସହ ପରିବାର ଲୋକେ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରି ସୋମବାର ଗୋଚ୍ଛାପ ଥାନା ସମ୍ମୁଖରେ ମୃତଦେହ ରଖି ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରି କି ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଗୋଚ୍ଛାପ ଛକରେ ମଧ୍ୟ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଗୋଚ୍ଛାପ ଥାନା ପୋଲିସ ପାହିରାଜୁ ଗ୍ରାମରେ ଚଢାଉ କରି ଗଞ୍ଜେଇ ଜବତ କରିଥିଲା। ଗଞ୍ଜେଇ ଚୋରା ଚାଲାଣ ମାମଲାରେ ପାହିରାଜୁ ଗାଁର ମୃତ୍ୟୁଞ୍ଜୟ କହଁରଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାକୁ ତାଙ୍କୁ ଫୁଲବାଣୀ ଜିଲା କାରାଗାରକୁ ପଠାଇ ଦିଆଯାଇଥିଲା। ସେହିଦିନଠାରୁ କୁମୁଦ ବିଚାରାଧୀନ କଏଦୀ ଭାବେ ରହିଥିଲେ। ଗତ ୧୬ ତାରିଖରେ କୁମୁଦ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ଜେଲ କର୍ମଚାରୀ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର କୁମୁଦଙ୍କ ମୃତ୍ୟୁ ଘଟିଥିଲା। ହେଲେ କୁମୁଦଙ୍କ ମୃତ୍ୟୁକୁ ପରିବାର ଲୋକ ସହଜରେ ଗ୍ରହଣ କରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri