ଦିଗପହଣ୍ଡି,୨୧ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ରିଙ୍କୁ ଓରଫ ଇ.ଜିତେନ୍ଦ୍ର ପାତ୍ର (୪୧)ଙ୍କର ସୋମବାର ଶୀତଳାପଲ୍ଲୀ ସ୍ଥିତ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ରବିବାର ତାଙ୍କ କରୋନା ଆକ୍ରାନ୍ତ ବାପା ଇ.କୃଷ୍ଣ ପାତ୍ର ଚିକିତ୍ସାଧୀନ ଅବସ୍ଥାରେ କୋଭିଡ୍ ହସ୍ପିଟାଲରେ ମୃତ୍ୟୁବରଣ କରିଥିବା ବେଳେ ମା’ ଇ.ଜାନକୀ ପାତ୍ର ମଧ୍ୟ କିଛିଦିନ ପୂର୍ବେ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଥିଲେ। ଗତ ୯ ତାରିଖରେ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାବ ସଂଗ୍ରହ କରାଯାଇଥିଲା। ୧୦ ତାରିଖରେ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡ୍ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଇତି ମଧ୍ୟରେ ଜିତେନ୍ଦ୍ରଙ୍କ ସ୍ତ୍ରୀ ସୁସ୍ଥ ହୋଇ ଫେରିଛନ୍ତି।
ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ
ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…
ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…
ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା
ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ
ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…
ସରକାରୀ ବସ୍ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ
ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…
ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ
ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

