ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣା: ବାଲେଶ୍ୱର, ମୟୂରଭଞ୍ଜ ଗଲା ସ୍ବତନ୍ତ୍ର ଟିମ୍‌

ପାରଳାଖେମୁଣ୍ଡି,୧୮ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ସୌମ୍ୟରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ ପାଇଁ ପାରଳାଖେମୁଣ୍ଡି ଥାନାଧିକାରୀଙ୍କ ନେତୃତ୍ୱରେ ଏକ ୬ ଜଣିଆ ଟିମ୍‌ ଗଠନ କରାଯାଇଛି। ତେବେ ଅଧିକ ଖୋଳତାଡ଼ ପାଇଁ ଗଜପତି ପୋଲିସର ଏହି ସ୍ବତନ୍ତ୍ର ଟିମ୍‌ ରବିବାର ବାଲେଶ୍ୱର ଓ ମୟୂରଭଞ୍ଜ ଗସ୍ତ କରିଛି।

ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ ସୌମ୍ୟରଞ୍ଜନଙ୍କ ଘର ହୋଇଥିବାରୁ ସେଠାକୁ ଯାଇ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବ ଏହି ଟିମ୍‌। ସୌମ୍ୟରଞ୍ଜନଙ୍କ ବାପା ଅଭିଯୋଗ କରିଛନ୍ତି, ସୌମ୍ୟ ଓ ବିଦ୍ୟାଭାରତୀଙ୍କ ବୈବାହିକ ଜୀବନରେ ଅଶାନ୍ତି ଥିବା ସେ ମା’ ଓ ମାଇଁଙ୍କୁ ଫୋନ୍‌ କରି ଅଧିକ ସମୟରେ କହୁଥିଲେ। ଏନେଇ ପୋଲିସ ସେମାନଙ୍କୁ ପଚରାଉଚରା କରିବ।

ଅନ୍ୟପକ୍ଷରେ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଏବେ ତାଙ୍କ ବାପଘରେ ରହୁଥିବାରୁ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚରା କରିବ ଏହି ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri