ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣା: ବାଲେଶ୍ୱର, ମୟୂରଭଞ୍ଜ ଗଲା ସ୍ବତନ୍ତ୍ର ଟିମ୍‌

ପାରଳାଖେମୁଣ୍ଡି,୧୮ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ସୌମ୍ୟରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ ପାଇଁ ପାରଳାଖେମୁଣ୍ଡି ଥାନାଧିକାରୀଙ୍କ ନେତୃତ୍ୱରେ ଏକ ୬ ଜଣିଆ ଟିମ୍‌ ଗଠନ କରାଯାଇଛି। ତେବେ ଅଧିକ ଖୋଳତାଡ଼ ପାଇଁ ଗଜପତି ପୋଲିସର ଏହି ସ୍ବତନ୍ତ୍ର ଟିମ୍‌ ରବିବାର ବାଲେଶ୍ୱର ଓ ମୟୂରଭଞ୍ଜ ଗସ୍ତ କରିଛି।

ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ ସୌମ୍ୟରଞ୍ଜନଙ୍କ ଘର ହୋଇଥିବାରୁ ସେଠାକୁ ଯାଇ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବ ଏହି ଟିମ୍‌। ସୌମ୍ୟରଞ୍ଜନଙ୍କ ବାପା ଅଭିଯୋଗ କରିଛନ୍ତି, ସୌମ୍ୟ ଓ ବିଦ୍ୟାଭାରତୀଙ୍କ ବୈବାହିକ ଜୀବନରେ ଅଶାନ୍ତି ଥିବା ସେ ମା’ ଓ ମାଇଁଙ୍କୁ ଫୋନ୍‌ କରି ଅଧିକ ସମୟରେ କହୁଥିଲେ। ଏନେଇ ପୋଲିସ ସେମାନଙ୍କୁ ପଚରାଉଚରା କରିବ।

ଅନ୍ୟପକ୍ଷରେ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଏବେ ତାଙ୍କ ବାପଘରେ ରହୁଥିବାରୁ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚରା କରିବ ଏହି ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ଶୋଇବା ଭିଡିଓ ଭାଇରାଲ: ନିଲମ୍ବିତ ହେଲେ ଶିକ୍ଷକ

ଶେରଗଡ,୮ା୧୧(ଡି.ଏନ୍‌.ଏ.)-ଶେରଗଡ଼ ବ୍ଲକ ଲକ୍ଷ୍ମୀପୁର ଗ୍ରାମ ଇନ୍ଦିରା ଆବାସ କଲୋନୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବାବୁ ଜେନାଙ୍କୁ ଗୁରୁବାର ନିଲମ୍ବିତ କରିଛି ଶେରଗଡ଼ ଶିକ୍ଷା ବିଭାଗ। କାମରେ...

୧୮ରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆସନ୍ତା ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ...

ଶିଶୁ କନ୍ୟାଙ୍କୁୁ ଅସଦାଚରଣ

ଖୁଣ୍ଟା,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା (ନଂ.୫୪/୨୦୨୦)...

ଖୋଲା ଆକାଶ ତଳେ ପଢୁଛନ୍ତି ଛାତ୍ରୀଛାତ୍ର

ସଇଁତଲା,୪ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡୁଙ୍ଗୁରିପାଲି ପଞ୍ଚାୟତ ଅନ୍ତର୍ଗତ କୁଅଁାରଗଁାଠାରେ ଥିବା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟକୁ ରାଜ୍ୟ ସରକାର ୫-ଟିରେ ସାମିଲ କରି ସ୍ମାର୍ଟ...

ମହିଳାଙ୍କୁ ଗଣବଳାତ୍କାର, ଘରପୋଡ଼ି ମାମଲା: ଏସ୍‌ପି, ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ

ବରଗଡ଼ ଅଫିସ,୩।୯: ବରଗଡ଼ ଜିଲା ଗାଇସିଲେଟ ଥାନା ଅଞ୍ଚଳରେ ଗତ ମାସ ୧୧ ତାରିଖ ଘଟିଥିବା ଦଳିତ ମହିଳାଙ୍କୁ ଗଣବଳାତ୍କାର ଏବଂ ଘରପୋଡ଼ି ମାମଲାକୁ ନେଇ...

ଇଣ୍ଡୋର ଷ୍ଟାଡିୟମ ନେଇ ୫ଟି ସଚିବଙ୍କୁ ଅନୁରୋଧ

ଛତ୍ରପୁର,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଭଞ୍ଜନଗର, ଦିଗପହଣ୍ଡି, ପୁରୁଷୋତ୍ତମପୁର, ଖଲିକୋଟରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ...

ନିୟମିତ ହେଉନି ବିଇଏମ୍‌ସି ସାଧାରଣ ବୈଠକ

ବ୍ରହ୍ମପୁର ଅଫିସ,୧୩।୫: ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ର ସାଧାରଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷର ପୌର ନିର୍ବାଚନ ପରେ ନୂଆ ପରିଷଦ ଗଠନର...

ଡେଙ୍ଗୁକୁ ଡାକୁଛି ଡାକ୍ତରଖାନା

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ)ରାଜ୍ୟର ବିଭିନ୍ନ ସ୍ଥାନରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଡେଙ୍ଗକୁ ନେଇ ସବୁଆଡ଼େ ଭୟ ଘାରିଛି। ଏଥିରୁ ବରଗଡ଼ ଜିଲା ମଧ୍ୟ ବାଦ୍‌ ପଡ଼ିନାହିଁ। ଇତିମଧ୍ୟରେ...

Advertisement
Archives

Model This Week