Advertisement

ଭୂଦାନ କର୍ମୀ ଗଜେନ୍ଦ୍ର ଦାସଙ୍କ ପରଲୋକ

ପଦ୍ମପୁର,୨୪ା୧୧(ଡି.ଏନ୍‌.ଏ.): ଜଣାଶୁଣା ଭୂଦାନ କର୍ମୀ ବିନୋବାଭାବେଙ୍କ ସହଯୋଗୀ ଗଜେନ୍ଦ୍ର ପ୍ରସାଦ ଦାସ (୯୦)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ଗୁରୁବାର ତାଙ୍କ ପାର୍ଥିବ ଶରୀର ପଦ୍ମପୁର ବାସଭବନରେ ପହଞ୍ଚିବା ପରେ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ଏମ୍‌ପି ପ୍ରଭାସ ସିଂ, ସମେତ ବହୁ ମାନ୍ୟଗଣ୍ୟ ଶେଷଦର୍ଶନ କରିଥିଲେ। ସ୍ବର୍ଗତ ଦାସ ଅବିଭକ୍ତ ସମ୍ବଲପୁର ଜିଲାର ଭୂଦାନ ଆନ୍ଦୋଳନର ନେତୃତ୍ୱ ନେବା ସହିତ ପଦଯାତ୍ରା କରି ୪୨ ଖଣ୍ଡ ସମ୍ପୂର୍ଣ୍ଣ ଗ୍ରାମଦାନ କରି ବିନୋବାଭାବେଙ୍କୁ ଦାନପତ୍ର ପ୍ରଦାନ କରିଥିଲେ। ଏହା ସହିତ ସେ ଗାନ୍ଧୀ ଓ ଭୂଦାନ ସମ୍ପର୍କରେ ଅନେକ ବହି ରଚନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ସ ର଼୍ୟାକେଟ ଠାବ: ଦମ୍ପତିଙ୍କ ସହ ୨ ଯୁବକ ଗିରଫ,୨ ଯୁବତୀ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୯- ରାୟଗଡ଼ା ପୋଲିସ ସୋମବାର ସ୍ଥାନୀୟ ଗାୟତ୍ରୀ ନଗର ୪ର୍ଥ ଲାଇନରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ଠାବ କରିଛି। ଘର ମାଲିକଙ୍କ ସହ ୨...

ଆରଡ଼ିରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

ଆରଡି, ୨୭ା୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡିକୁ ପ୍ଲାଷ୍ଟିକ ମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି ା ମଙ୍ଗଳବାର ପୂର୍ବାହ୍ଣରେ ଏହି ଉପଲକ୍ଷେ...

ଓଏଫ୍‌ଡିସି ସବ୍‌ଡିଭିଜନାଲ ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ

ଲଖନପୁର,୨୬ା୧୧(ଡି.ଏନ୍‌.ଏ.):ଓଡିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲଙ୍କ ଗତ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି।...

ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ: ଗଗନୟାନରେ ମହାକାଶ ଯିବେ ବଲାଙ୍ଗୀରର ନିଖିଲ ରଥ

ବଲାଙ୍ଗୀର ଅଫିସ, ୮।୯: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ଗଗନୟାନ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ...

ମିନିବସ୍‌ ଚୋରି ଉଦ୍ୟମ : ଚାଳକଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ଦିଗପହଣ୍ଡି,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରୁ ଯାତ୍ରୀବାହୀ ମିନିବସ୍‌ ନଂ ଓଆର- ୦୭- ୬୫୦୧କୁ ଚୋରି କରି ଜଣେ ଚାଳକ ନେଇ ଯାଉଥିବାବେଳେ ରବିବାର ଅପରାହ୍ନରେ...

ବିଦ୍ୟୁତ୍‌ ତାରରେ ବସା ବାନ୍ଧୁଛି ବାଇଚଢ଼େଇ: ଦେଖିବାକୁ ମିଳୁନାହିଁ ଖଜୁରି , ତାଳଗଛ

ନୟାଗଡ଼ ଅଫିସ,୧୪।୮-ପୂର୍ବେ ରାସ୍ତାରେ ଯାଉଥିବା ବେଳେ ଗଛଡାଳରେ ବାଇଚଢ଼େଇ ବସା ଓ ତା’ର କିଚିରିମିଚିର ଶବ୍ଦ ଶୁଣିବା ପାଇଁ ବାଟୋଇଟିଏ କିଛି ସମୟ ପାଇଁ ଅଟକି...

ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୨।୧୧: ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି l କେନ୍ଦ୍ରର ଭାଜପା ଏବଂ ରାଜ୍ୟ ସରକାରଙ୍କ ଜନମାରଣ...

ଲୋପପାଉଛି ପାରଳାର ବିଶ୍ୱପ୍ରସିଦ୍ଧ ଶିଙ୍ଗ କାମ

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ଶିଙ୍ଗ କାମ କହିଲେ ମନକୁ ଆସିଯାଉଥିଲା ଗଜପତି ଜିଲା ପାରଳାଖେମୁଣ୍ଡି ସହର। ସହରର ରାଜଦାଣ୍ଡ ସାହିରେ ମାଳ ମାଳ ଶିଙ୍ଗ ଦୋକାନ ସବୁ...

Advertisement
Archives

Model This Week