ବିଏମ୍‌ସି କର୍ମଚାରୀଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦକ୍ଷିଣ-ପୂର୍ବ ଜୋନ୍‌ରେ କାର୍ଯ୍ୟରତ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପ୍ରଫୁଲ୍ଲ କୁମାର ବେହେରାଙ୍କର ସୋମବାର ପୂର୍ବାହ୍ନରେ କରୋନାରେ ମୃତ୍ୟୁ ଘଟିଛି। କରୋନା ମୁକାବିଲାରେ ସେ ଆଗଧାଡ଼ିର ଯୋଦ୍ଧା ଥିଲେ। ତାଙ୍କ ନମୁନା ପଜିଟିଭ୍‌ ଆସିବା ପରେ ଗତ ୨୨ ତାରିଖରୁ ସେ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ କାର୍ଯ୍ୟରତ ସମୟରେ କରୋନାରେ ଆକ୍ରାନ୍ତ ହୋଇଥିବାରୁ ପ୍ରଶାସନ ତରଫରୁ ତାଙ୍କୁ କୋଭିଡ୍‌ ଯୋଦ୍ଧାର ସମ୍ମାନ ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ତାଙ୍କ ମରଶରୀରକୁ ଗାର୍ଡ ଅଫର ଅନର ଦିଆଯାଇଥିଲା। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ବିଏମ୍‌ସି, ବିଡିଏ, ସ୍ମାର୍ଟସିଟିର ବହୁ ଅଧିକାରୀ ଓ କର୍ମଚାରୀ ଶେଷ ଦର୍ଶନ କରିବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri