ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡରଙ୍କ ମୃତ୍ୟୁ…

କାବୁଲ,୬।୯: ପଞ୍ଜଶିରର ରକ୍ତାକ୍ତ ସଂଘର୍ଷରେ ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡର ସାଲେହ ମହମ୍ମଦଙ୍କ ମୃତ୍ୟୁ ଘଟିଛି। ତାଲିବାନ୍‌ କହିଛି ଏବେ ପଞ୍ଜଶିର ପୂର୍ଣ୍ଣ ଦଖଲରେ ରହିଛି। ପଞ୍ଜଶିରରେ ଆତଙ୍କବାଦୀ ସଂଗଠନ ତାଲିବାନର ପତାକା ଲଗାଯାଇଛି। ଏଥିରୁ ତାଲିବାନର ଦାବି ସତ୍ୟ ବୋଲି ଗଣମାଧ୍ୟମ ସଂସ୍ଥାଗୁଡ଼ିକ ପକ୍ଷରୁ ଅନୁମାନ କରାଯାଉଛି। ତାଲିବାନ ପ୍ରବକ୍ତା ଜବିହୁଲା ମୁଜାହିଦ୍‌ ଏନେଇ ସୂଚନା ଦେଇ କହିଛନ୍ତି ଯେ, ପଞ୍ଜଶିର ଯୁଦ୍ଧର ଅନ୍ତ ଘଟିଛି।

ପୂର୍ବରୁ ସ୍ଥାନୀୟ ଗଣମାଧ୍ୟମ ପକ୍ଷରୁ କୁହାଯାଇଥିଲା ନ୍ୟାସନାଲ ରେଜିଷ୍ଟାନ୍ସ ଫ୍ରଣ୍ଟ ଅଫ ଆଫଗାନିସ୍ତାନ (ଏନ୍‌ଆର୍‌ଏଫ୍‌ଏ) ତାଲିବାନକୁ ଅସ୍ତ୍ରବିରତି ଲାଗି ପ୍ରସ୍ତାବ ଦେଇଥିଲା। ତେବେ ତାଲିବାନ ଏହାକୁ ମନା କରିଦେଇଛି।

ଯଦି ସାଲେହ ମହମ୍ମଦଙ୍କ ମୃତ୍ୟୁ ଘଟିଥାଏ ତେବେ ଏହା ରେଜିଷ୍ଟାନ୍ସ ଫ୍ରଣ୍ଟ ପାଇଁ ଏକ ବଡ଼ ବିପଦ ବୋଲି ବିବେଚନା କରାଯାଉଛି। ସାଲେହଙ୍କ ନେତୃତ୍ୱରେ ତାଲିବାନ ସହିତ ଯୁଦ୍ଧ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri