ଚିକିତ୍ସାଧୀନ ମାଈହାତୀର ମୃତ୍ୟୁ

ଚୌଦ୍ୱାର,୨୮ା୯(ଡି.ଏନ୍‌.ଏ.): କଟକ ବନଖଣ୍ଡ ଡାଳିଯୋଡ଼ା ରେଞ୍ଜ ଡମଣୀ ଜଙ୍ଗଲରେ ଗୁରୁତର ଅବସ୍ଥାରେ ପଡ଼ିଥିବା ମାଈହାତୀର ସୋମବାର ସକାଳେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ା
ସୂଚନା ଅନୁଯାୟୀ, ଶନିବାର ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ହାତୀଟି ଏକ ବୁଦା ଭିତରେ ପଡ଼ିଥିବା ଦେଖି ବନବିଭାଗକୁ ଜଣାଇଥିଲେ। ମାତ୍ର ବନ ବିଭାଗ ରବିବାର ସକାଳେ କିଛି ରେଷ୍ଟଗାର୍ଡଙ୍କୁ ହାତୀ ପାଖରେ ଜଗାଇ କାମ ସାରିଦେଇଥିଲେ। ରବିବାର ବିଳମ୍ବିତ ସମୟରେ ହାତୀର ଚିକିତ୍ସା ପାଇଁ ଡାକ୍ତରୀଟିମ୍‌ ପହଞ୍ଚି ଚିକିତ୍ସା କରିଥିଲେ। ତେବେ ଆଜି ସକାଳେ ହାତୀଟିର ମୃତ୍ୟୁ ହୋଇଯାଇଥିବା ବେଳେ ବ୍ୟବଚ୍ଛେଦ କରାଯିବା ପରେ ତାକୁ ସେହି ଜଙ୍ଗଲ ଭିତରେ ପୋତାଯିବ ବୋଲି ଏସିଏଫ୍‌ ମନୋରଞ୍ଜନ ସ୍ବାଇଁ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri