ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର,୧୧ା୨: ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି।

ସୂଚନାଯୋଗ୍ୟ, ସେ ଓଡ଼ିଆରେ ସାମାଜିକ ଚେତନାର ଜଣେ ବରିଷ୍ଠ କାହାଣୀକାର। ୧୬ଟି ଉପନ୍ୟାସ, ୧୬ଟି କାହାଣୀ ସଂଗ୍ରହ ଏବଂ ଗୋଟିଏ କବିତା ସଂଗ୍ରହ ପ୍ରକାଶ କରିଛନ୍ତି। ଫିଲ୍ମ ‘ଆର୍ଯ୍ୟ ରୋଦନ’ର ଶ୍ରେଷ୍ଠ କାହାଣୀ-ଲେଖା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପୁରସ୍କୃତ ହୋଇଥିଲେ। ସେ ଅନେକ ସାହିତି୍ୟକ, ସାମାଜିକ, ଅର୍ଥନୈତିକ ଏବଂ ବୈଷୟିକ ସଂଗଠନର ସଦସ୍ୟ ରହିଆସିଥିଲେ। ସେ ସାହିତ୍ୟ ଏକାଡେମୀ ଦିଲ୍ଲୀର ଓଡ଼ିଆ ପରାମର୍ଶଦାତା ବୋର୍ଡର ସଦସ୍ୟ ଥିଲେ। ଦକ୍ଷିଣ ପୂର୍ବତଟ ରେଳ ବିଭାଗର ଜେନେରାଲ ମ୍ୟାନେଜର ପଦରୁ ଅବସର ନେବା ପରେ ଓଡ଼ିଆ ଖବର କାଗଜ ‘ସମୟ’ର ସମ୍ପାଦକ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା…

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?