Posted inଜାତୀୟ

ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ହରିଶଙ୍କର ତିୱାରୀଙ୍କ ପରଲୋକ…

ଲକ୍ଷ୍ନୌ,୧୬।୫ : ଉତ୍ତରପ୍ରଦେଶର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ହରିଶଙ୍କର ତିୱାରୀଙ୍କର ମଙ୍ଗଳବାର ଗୋରଖପୁରରେ ପରଲୋକ ଘଟିଛି। ୟୁପିର ବାହୁବଳି ନେତା ପଣ୍ଡିତ ହରି ଶଙ୍କର ତିୱାରୀ, ଅଖିଲ ଭାରତୀୟ ଲୋକତାନ୍ତ୍ରିକ କଂଗ୍ରେସର ପ୍ରତିଷ୍ଠାତା ତଥା ରାଜ୍ୟ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ। ମଙ୍ଗଳବାର ସନ୍ଧ୍ୟା ସାଢ଼େ ୭ଟାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ହରି ଶଙ୍କର ତିୱାରୀ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ତାଙ୍କର ଚିକିତ୍ସା ଚାଲିଥିଲା। ସେ ଧର୍ମଶାଲା ବଜାରର ତିୱାରୀ ହାତାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

ବଡ଼ହଲଗଞ୍ଜର ତାଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିବା ହରି ଶଙ୍କର ତିୱାରୀ ଚିଲୁପାରରୁ ୬ ଥର ବିଧାୟକ ଥିଲେ। ଏହି ସମୟ ମଧ୍ୟରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଠାରୁ ମୁଲାୟମ ସିଂ ଯାଦବଙ୍କ ପର୍ଯ୍ୟନ୍ତ ବିଭିନ୍ନ ବିଭାଗରେ ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri