ମନେରହିବେ ମୃତ୍ୟୁଞ୍ଜୟ: ପୂର୍ବତନ ଜିଲା ପରିଷଦ ସଭ୍ୟଙ୍କ ପରଲୋକ

ରାଇକିଆ,୨୮।୨-(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଲକର ୧୮ ନମ୍ବର ଜୋନର ପୂର୍ବତନ ଜିଲା ପରିଷଦ ସଭ୍ୟ ମୃତ୍ୟୁଞ୍ଜୟ ପାତ୍ର (୪୧)ଙ୍କ ର ଅକାଳ ବିୟୋଗ ଘଟିଛି । କିଛି ଦିନ ଧରି ଅସୁସ୍ଥ ଥିବା ମୃତ୍ୟୁଞ୍ଜୟଙ୍କୁ ଗୁରୁବାର ଚିକିତ୍ସା ପାଇଁ ଭୁବନେଶ୍ବର ନିଆ ଯାଉଥିବା ବାଟ ରେ ତାଙ୍କର ମୃତ୍ୟୁ ଘଟିଛି । ବହୁତ କମ ବୟସ ରେ ରାଜନୀତି ର ଗୋଟିଏ ପରେ ଗୋଟିଏ ସଫଳତା ର ପାହାଚ ସେ ଅତିକ୍ରମ କରିଥିଲେ। ବିଜେଡ଼ିର ଜଣେ ଯୁବ ନେତା ଭାବେ ସବୁବେଳେ ଚର୍ଚ୍ଚାରେ ରହି ଆସୁଥିବା ମୃତ୍ୟୁଞ୍ଜୟ ୨୦୧୨ରେ ରାଇକିଆ ନାଏବ ସରପଞ୍ଚ, ୨୦୧୭ରେ ୧୮ ନମ୍ବର ଜୋନର ଜିଲା ପରିଷଦ ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ । ବିଜେଡ଼ିର କନ୍ଧମାଳ ଜିଲା ଉପ ସଭାପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ବହୁ ବ୍ୟକ୍ତି ବିଶେଷ ତାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଶେଷ ଦର୍ଶନ କରିଥିଲେ। ତାଙ୍କର ଅକାଳ ବିୟୋଗରେ କନ୍ଧମାଳ ଜିଲରେ ଶୋକର ଛାୟା ଖେଳି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri