ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ

ବରଗଡ଼,୧୧।୮(ପ୍ରୋମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କୁମର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ ବରଗଡ଼ ଜିଲାରେ ଗଭୀର ଶୋକ ପ୍ରକାଶ ପାଇଛି।

ଅତାବିରା ବ୍ଲକ ହିର୍ଲିପାଲି ଗ୍ରାମର ସ୍ବର୍ଗତ ବେହେରା ଶିକ୍ଷକତା ଛାଡି ରାଜନୀତିରେ ପାଦ ଥାପିଥିଲେ ଏବଂ ୧୯୯୦ ବିଧାନସଭା ନିର୍ବାଚନରେ ଜନତା ଦଳରୁ ପ୍ରତିଦ୍ବନ୍ଦିତା କରି ବିଧାୟକ ନିର୍ବାଚିତ ହୋଇଥିଲେ। ସେ ୧୯୯୦ରୁ ୧୯୯୫ ମସିହା ପର୍ଯ୍ୟନ୍ତ ବିଧାୟକ ଥିବାବେଳେ ପରବର୍ତ୍ତୀ ସମୟରେ କଂଗ୍ରେସରେ ଯୋଗଦାନ କରିଥିଲେ। ହେଲେ ଆଉ ସେ ଆଗକୁ ରାଜନୈତିକ କ୍ଷେତ୍ରରେ ସଫଳ ହୋଇପାରି ନ ଥିଲେ। ଅତାବିରା ବାସଭବନରେ ସେ ସପରିବାର ରହୁଥିଲେ। ସ୍ବର୍ଗତ ବେହେରାଙ୍କ ମୃତଦେହକୁ ପ୍ରଥମେ ଅତାବିରା ବାସଭବନକୁ ଅଣାଯାଇଥିଲା। ପରେ ମୃତଦେହ ର୍ହିଲିପାଲି ଗ୍ରାମକୁ ନିଆଯାଇ ଅନ୍ତିମ ସଂସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri