ଲାହୋର,୮।୩: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ରାଫିକ ତାରର ସୋମବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୨ ବର୍ଷ ହୋଇଥିଲା। ରାଫିକ ୧୯୯୭ରୁ ୨୦୦୧ ପାକିସ୍ତାନ ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିଥିଲେ। ୧୯୯୧ରୁ ୧୯୯୪ ପର୍ଯ୍ୟନ୍ତ ସେ ସୁପ୍ରିମକୋର୍ଟ ବିଚାରପତି ରହିଥିଲେ।
ଲାହୋର,୮।୩: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ରାଫିକ ତାରର ସୋମବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୨ ବର୍ଷ ହୋଇଥିଲା। ରାଫିକ ୧୯୯୭ରୁ ୨୦୦୧ ପାକିସ୍ତାନ ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିଥିଲେ। ୧୯୯୧ରୁ ୧୯୯୪ ପର୍ଯ୍ୟନ୍ତ ସେ ସୁପ୍ରିମକୋର୍ଟ ବିଚାରପତି ରହିଥିଲେ।
ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍ରୁ ୧୩୯ ରନ୍ର…
ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…
ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…
ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…
ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…
ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…
ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…
ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍ଏଚ୍ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…