ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ଜଗତ୍‌ସିଂହପୁର ଅଫିସ,୨୪ା୧୨: ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ଅଳା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଯୋଗେନ୍ଦ୍ରନାଥ ମହାରଣା(୯୬)ଙ୍କ ଶୁକ୍ରବାର ଜନ୍ମମାଟିରେ ପରଲୋକ ଘଟିଛି। ମହାରଣା ୧୯୨୩ରେ ଏହି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ମା’ଧରିତ୍ରୀ ମହାରଣା ଓ ବାପା ଉଚ୍ଛବ ମହାରଣାଙ୍କ ଡାକରାରେ ସେ ଭାରତଛାଡ ଆନ୍ଦୋଳନ ସମୟରେ ବାନରସେନାରେ ଯୋଗଦେଇଥିଲେ । ମହାରଣାଙ୍କ ମୃତ୍ୟୁରେ ଜିଲାପାଳ ପାରୁଲ ପଟୁୱାରୀ ଶୋକପ୍ରକାଶ କରିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକ, ଜିଲା ପରିଷଦ ସଭାପତି ମନୋଜ ଭୋଇ, ତହସିଲଦାର ଅଞ୍ଜଳି ତରାଇ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ଓ ଜିଲା ସଂସ୍କୃତି ଅଧିକାରୀ ଦିଲୀପ କୁମାର ଜେନା ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri