ହଲିଉଡ୍‌ ଅଭିନେତା ବୋ ହୋପ୍‌କିନ୍ସଙ୍କ ବିୟୋଗ

ଓ୍ବାଶିଂଟନ,୩୦।୫: ହଲିଉଡ୍‌ ଜଗତର ଲୋକପ୍ରିୟ ଅଭିନେତା ବୋ ହୋପକିନ୍ସ ୮୦ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି। ରବିବାର ବୋ’ଙ୍କ ଅଫିସିଆଲ୍‌ ଓ୍ବେବ୍‌ସାଇଟ୍‌ରେ ଏହି ସୂଚନା ଦିଆଯାଇଛି। ‘ଆମେରିକାନ୍‌ ଗ୍ରାଫିଟି’ ଫିଲ୍ମରେ ଅଭିନୟ କରି ସେ ରାତାରାତି ଷ୍ଟାର୍‌ ପାଲଟିଥିଲେ। ୧୯୬୯ରେ ଫିଚର ଫିଲ୍ମ ‘କ୍ରେଜି ଲି’ ଜରିଆରେ ସେ ଅଭିନୟ ଜଗତରେ ପ୍ରବେଶ କରିଥିଲେ। ରିଲ୍‌ ହିରୋ ହେବା ସହ ବୋ ଜଣେ ରିୟଲ ହିରୋ ମଧ୍ୟ । ମାତ୍ର ୧୬ ବର୍ଷ ବୟସରେ ସେ ଆମେରିକୀୟ ସେନାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri