ଜୁନିୟର କଲେଜ ଅଧ୍ୟକ୍ଷଙ୍କ କରୋନାରେ ମୃତ୍ୟୁ: ବାରିକପୁର ବଜାର ଶଟଡାଉନ

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ବଜାରକୁ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଶଟଡାଉନ ଘୋଷଣା କରାଯାଇଛି। ସ୍ଥାନୀୟ ନିର୍ଗୁଣ୍ଡି ଓ ନଗୁଁଆ ପଞ୍ଚାୟତର ସରପଞ୍ଚ ନମିତା ପାତ୍ର ଓ କମଳ କୁମାର ନନ୍ଦ ମିଳିତ ଭାବେ ବାରିକପୁର ସମେତ ଅନନ୍ତପୁର ଛକଠାରୁ ବାଘମରା ଓ ବରବଦୀ ଗ୍ରାମ ଆଖପାଖ ଅଞ୍ଚଳ ପର୍ଯ୍ୟନ୍ତ ବଜାର ଅଞ୍ଚଳକୁ ଶଟଡାଉନ ଘୋଷଣା କରିଛନ୍ତି। ଏହି ସମୟରେ ଉକ୍ତ ଅଞ୍ଚଳଗୁଡ଼ିକୁ ସାନିଟାଇଜ କରାଯିବ। ସ୍ବାବ ସଂଗ୍ରହ କରାଯାଇ କଣ୍ଟାକ୍ଟ ଟ୍ରେସିଂ କରାଯିବ ବୋଲି ଜଣାଯାଇଛି।
ସୂଚନାଯୋଗ୍ୟ, ସ୍ଥାନୀୟ ବାରିକପୁର ଜୁନିୟର କଲେଜ ଅଧ୍ୟକ୍ଷଙ୍କ କରୋନା ରେ ମୃତ୍ୟୁ ଘଟିବା ଓ ବାରିକପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ)ର ଜଣେ ସେବିକା କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏହା ସହ ସ୍ଥାନୀୟ ଅଞ୍ଚଳରୁ କେତେକ ଆକ୍ରାନ୍ତ ବହାରିବା ପରେ ୨ ପଞ୍ଚାୟତର ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଉଭୟ ପଞ୍ଚାୟତ ପରିସରରେ ଆସୁଥିବା ବାରିକପୁର ବଜାର ଅଞ୍ଚଳକୁ ଶଟଡାଉନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri