ଜଷ୍ଟିସ୍‌ ଇକ୍‌ବାଲଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୮।୫: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏମ୍‌.ଓ୍ବାଇ. ଇକ୍‌ବାଲଙ୍କର ଗୁରୁବାର ରାତିରେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ହୋଇଥିଲା। ତାଙ୍କର ସ୍ତ୍ରୀ ଓ ଦୁଇ ଝିଅ ଅଛନ୍ତି। ତାଙ୍କ ପରଲୋକରେ ସିଜେଆଇ ଏନ୍‌.ଭି. ରମାନା ଶୋକବ୍ୟକ୍ତ କରିଛନ୍ତି। ସୂଚନା ଅଧିକାର ଆଇନରେ ବ୍ୟାଙ୍କଗୁଡ଼ିକର ସୂଚନା ପ୍ରଦାନ କରିବା ଲାଗି ଏକ ରାୟରେ ଭାରତର ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଥିବା ଖଣ୍ଡପୀଠରେ ଜଷ୍ଟିସ୍‌ ଇକ୍‌ବାଲ ଥିଲେ। ୨୦୧୨ ଡିସେମ୍ବରରୁ ୨୦୧୬ ଫେବୃୟାରୀ ୧୨ ପର୍ଯ୍ୟନ୍ତ ସେ ସୁପ୍ରିମକୋର୍ଟ ବିଚାରପତି ରହିଥିଲେ। ଏହା ପୂର୍ବରୁ ସେ ପାଟନା ଓ ଝାଡ଼ଖଣ୍ଡ ହାଇକୋର୍ଟ ବିଚାରପତି ଏବଂ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ

ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ...

‘କାଳିଆ’କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ: ଓଡ଼ିଶା ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୩ା୭(ପି.ଟି.) : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ‘କାଳିଆ’ ଯୋଜନାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କ୍ଷୁଦ୍ର ଓ...

କୋର୍ଟର ନିର୍ଦ୍ଦେଶ ପାଳନ କର

ବେଙ୍ଗାଲୁରୁ,୧୫।୩: ସ୍କୁଲ ଓ କଲେଜରେ ମୁସଲିମ୍‌ ଝିଅମାନେ ହିଜାବ ପିନ୍ଧିବା ଉପରେ କନର୍ର୍ାଟକ ହାଇକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ହିଜାବ ବିବାଦରେ କୋର୍ଟ...

ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା

ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ...

କଂଗ୍ରେସର ବୁଡି ଯାଉଥିବା ଜାହାଜକୁ ଛାଡି ଦେଉଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ରାହୁଲ: ଶିବରାଜ

ମୁମ୍ବାଇ,୨୮।୬: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ପୁଣି ଥରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ...

କଂଗେସକୁ ପୁଣି ଝଟ୍‌କା

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶ କଂଗ୍ରେସକୁ ପୁଣି ଏକ ଝଟ୍‌କା ଲାଗିଛି। ରବିବାର ଦଳର ଆଉ ଜଣେ ବିଧାୟକ ଦିଲ୍ଲୀରେ ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତରପ୍ରଦେଶ ଜିଏାର ପୁରୋଲା...

ବ୍ୟବଚ୍ଛେଦ ପାଇଁ ଗଲା ‘ନିର୍ଭୟା’ ଦୋଷୀଙ୍କ ମୃତଦେହ

ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା...

ଜୀବିକା ବଞ୍ଚାଇବା ପାଇଁ ଗର୍ଭାଶୟ ବାହାର କରୁଛନ୍ତି ମହିଳା

ମୁମ୍ବାଇ,୨୬।୧୨: ଏଭଳି ଏକ ରାଜ୍ୟ ଅଛି ଯେଉଁଠାରେ ଜୀବିକା ବଞ୍ଚାଇବା ପାଇଁ ମହିଳାମାନେ ନିଜ ଗର୍ଭାଶୟ ବାହାର କରିଦେଉଛନ୍ତି। ଏହି ଘଟଣା ଚକିତ କରୁଥିବା ବେଳେ...

Advertisement
Archives

Model This Week