ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପରିବାର

ବୌଦ୍ଧ, ୧୭।୩ (ସ୍ବ.ପ୍ର.)-ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗୁଢକି ଗ୍ରାମର ରଙ୍କଧର ଖମାରୀ (୨୩) ଦାଦନ ଖଟିବାକୁ ତାମିଲନାଡୁର କୋଏମ୍ବାଟୁରକୁ ଯାଇଥିଲେ। ଶୁକ୍ରବାର କୋଏମ୍ବାଟୁର ନିକଟବର୍ତ୍ତୀ କୋରନୋରଠାରେ ଏକ ରେଳଧାରଣାରେ କଟି ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ସୂଚନା ପାଇଥିଲେ। ଏନେଇ ମୃତ ରଙ୍କଧରଙ୍କ ବଡଭାଇ ଟଙ୍କଧର ଭାଇର ଶବକୁ ଘରକୁ ଆଣିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ପାଇବା ପରେ ଜିଲାପାଳ ସତ୍ୟରଞ୍ଜନ ସାହୁ ଘଟଣାର ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବାକୁ ଜିଲା ଶ୍ରମଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତ ବନ୍ଦ

ରାଉରକେଲା ଅଫିସ,୨୬।୨: ଜିଏସ୍‌ଟି ସରଳୀକରଣ ଇ- କମର୍ସ ବାତିଲ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତବନ୍ଦର ପ୍ରଭାବ ରାଉରକେଲାରେ ପଡ଼ିଛି। ସକାଳ ୬ଟାରୁ...

ବିବାଦରୁ ରାସ୍ତାରେ ବାଉଁଶ ବାଡ଼

ଗୋପ,୧୧।୭(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ଜଙ୍ଗଲବୋରି ପଞ୍ଚାୟତର ୬ ନମ୍ବର ଓ୍ବାର୍ଡରେ ଦୀର୍ଘଦିନ ଧରି ଯାଆଆସ କରୁଥିବା ଭୁରୁଭୁରା ଦଳିତ ସାହି ଗ୍ରାମରେ ୪ ଜଣ...

କୋଇଲା ବୋଝେଇ ଟ୍ରେନ୍‌ ଲାଇନଚ୍ୟୁତ: ବେଦାନ୍ତ ପ୍ରକଳ୍ପକୁ କୋଇଲା ପରିବହନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ /ଲଖନପୁର,୧୮।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ଲେଭଲ କ୍ରସିଂ ନିକଟରେ ବେଦାନ୍ତ କମ୍ପାନୀର ଏକ ମାଲବାହୀ ଟ୍ରେନ୍‌ ବୁଧବାର ସକାଳେ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି...

ମର୍ମନ୍ତୁଦ ଦୁର୍ଘଟଣା: ଗଲା ୫ ଜୀବନ

ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଜିଲା ସୋନପୁର ମହାନଦୀ ସେତୁ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବଲେରୋ ଏବଂ ଟ୍ରକ ମଧ୍ୟରେ ମୁହାଁ...

ଗୋବରୀରେ କୁମ୍ଭୀର: ନଦୀକୂଳବାସୀ ଭୟଭୀତ

ପଟ୍ଟାମୁଣ୍ଡାଇ,୨୦ା୨(ସ୍ବ.ପ୍ର.):: ନଦୀକୁ ଛାଡି ରହିପାରନ୍ତିନି ଏହି ନଦୀକୂଳିଆ ଗାଁ ଲୋକେ। ଗାଧୁଆ ପାଧୁଆଠୁ ମାଛମାରିବା ,ଶୌଚହେବା ଯାଏ ସବୁ ଏହି ନଦୀ ଉପରେ ନିର୍ଭର କରନ୍ତି।...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ପାଇଁ ସମବେତ ଗାନ କଲେ ‘ବନ୍ଦେ ଉତ୍କଳ ଜନନୀ’

ଚମ୍ପୁଆ, ୩୦।୫ (ଡି.ଏନ.ଏ)-ଚମ୍ପୁଆ ଗାନ୍ଧୀ ଛକଠାରେ ଉପଜିଲାପାଳ ପ୍ରତାପ ପ୍ରିତିମୟଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନରେ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ସମବେତ ବନ୍ଦେ ଉତ୍କଳ...

ଏସ୍‌ସିବି ଲାଗି ୧୦ ପରାମର୍ଶଦାତା ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ମେଡିକାଲ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୧୦ଜଣ ବିଶିଷ୍ଟ ଚିକିତ୍ସାବିତ୍‌ଙ୍କୁ...

ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ନିଆଁ ଲାଗିଲା: ୨ ଭଉଣୀ ମୃତ, ମା’ ଭାଇ ଆହତ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୦ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗଁାରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ଶର୍ଟ...

Advertisement
Archives

Model This Week