ନନ୍ଦନକାନନରେ ସିଂହ ଶାବକର ମୃତ୍ୟୁ

ବାରଙ୍ଗ,୨୬।୮: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୯ ମାସର ଅଣ୍ଡିରା ସିଂହ ଶାବକର ମୃତ୍ୟୁ ଘଟିଛି । କିଛି ଦିନ ହେବ ସିଂହୀ ବିଜିଲୀର ୫ ସିଂହ ଶାବକ ଅସୁସ୍ଥ ହୋଇଯାଇଥିଲେ। ସେଥିମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଛି। ୯ ମାସ ତଳେ ସିଂହି ବିଜିଲୀ ୫ଟି ସିଂହ ଶାବକ ଜନ୍ମ ଦେଇଥିଲା । ନନ୍ଦନକାନନରେ ସିଂହ ସଂଖ୍ୟା ୨୨କୁ ହ୍ରାସ ପାଇଛି । ତେବେ ମୃତ୍ୟୁର କାରଣ ବ୍ୟବଚ୍ଛେଦ ପରେ ଜଣାପଡ଼ିବ ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri