ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ ସାହୁ (୩୦)।

ସୀମାଞ୍ଚଳ ପ୍ରାୟ ୬ମାସ ତଳେ ଦାଦନ ଖଟିବାକୁ ତାମିଲନାଡୁର ତ୍ରିପୁର ଅଞ୍ଚଳକୁ ଯାଇଥିଲେ। ଶୁକ୍ରବାର ହଠାତ୍‌ ଝାଡାବାନ୍ତି ହେବାରୁ ସହଯୋଗୀମାନେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତଦେହ ଗାଁକୁ ଆଣିବା ପାଇଁ ପରିବାର ଲୋକେ ଚେଷ୍ଟାକରି ବିଫଳ ହୋଇଥିଲେ। ଶେଷରେ ସେଠାରେ ତାଙ୍କର ଅନ୍ତିମ ସଂସ୍କାର ସତ୍କାର କରାଯାଇଥିବା ପରିବାର ସୂତ୍ରରୁ ଜଣାଯାଇଛି। ତାଙ୍କ ମୃତ୍ୟୁ ପରେ ସ୍ତ୍ରୀ ଓ ଦେଢବର୍ଷର କୁନିଝିଅ ଅସହାୟ ହୋଇପଡିଛନ୍ତି। ସେମାନଙ୍କ ପ୍ରତିପୋଷଣ ପାଇଁ ପ୍ରଶାସନ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?