ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ତୁଳସୀରାମ ଧୁରୁ।

ମିଳିଥିବା ସୂଚନା ମତାବକ, ତୁଳସୀରାମ ୬ ମାସ ତଳେ କାମ ଅନ୍ବେଷଣରେ କର୍ନାଟକର ମାଲୁର ଅଞ୍ଚଳକୁ ଯାଇଥିଲେ। ସେଠାରେ ସେ ଡେଲିଭରୀ ବୟ ଭାବେ କାମ କରୁଥିଲେ। ତେବେ ଗୁରୁବାର ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଦୁଃଖଦ ଖବର ପାଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ଅନ୍ୟପଟେ ସେଠାକାର ପୋଲିସ ମୃତଦେହ ଛାଡୁ ନ ଥିବାରୁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଗରିବ ଶ୍ରେଣୀର ପରିବାର ପକ୍ଷେ ମୃତଦେହ ଆଣିବା ସମ୍ଭବ ହେଉ ନାହିଁ। ତେଣୁ ପରିବାର ଲୋକେ ପୁଅର ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ କୋକସରା ଥାନାରେ ନିବେଦନ କରିଛନ୍ତି। ଏପିକି ସେଠାରେ ଥିବା ସମ୍ପର୍କୀୟଙ୍କୁ ମୃତଦେହ ହସ୍ତାନ୍ତର କରିବା ପାଇଁ କର୍ନାଟକ ପୋଲିସକୁ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri