Posted inଜାତୀୟ

ଦେଶରେ ଓମିକ୍ରନ ନେଲା ଦ୍ୱିତୀୟ ଜୀବନ

ଜୟପୁର,୩୧।୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ଆତଙ୍କ ଖେଳାଇଛି। ଏବେ ଦେଶରେ ଓମିକ୍ରନ ମାମଲା ୧ ହଜାର ଟପିଛି। ଓମିକ୍ରନରେ ଦେଶରେ ଦ୍ୱିତୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ରାଜସ୍ଥାନରେ ଜଣେ ଓମିକ୍ରନ ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହାପୂର୍ବରୁ, ନାଇଜେରିଆରୁ ଫେରିଥିବା ଜଣେ ବ୍ୟକ୍ତି ମଧ୍ୟ ମହାରାଷ୍ଟ୍ରରେ ଓମିକ୍ରନରେ ମୃତ୍ୟୁବରଣ କରିଥିଲେ। ଏବେ ରାଜସ୍ଥାନର ଉଦୟପୁରରୁ ଜଣେ ୭୩ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ କରୋନାର ଉଭୟର ଡୋଜ୍‌ ଟିକା ନେଇଥିଲେ। ଏହାସହ ମୃତ୍ୟୁ ପୂର୍ବରୁ ତାଙ୍କର କରୋନା ରିପୋର୍ଟ ୨ଥର ନେଗେଟିଭ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?