Posted inଜାତୀୟ

ଓସ୍କାର ବିଜୟିନୀ ଗ୍ଲେଣ୍ଡାଙ୍କ ପରଲୋକ

ଲଣ୍ଡନ,୧୬।୬: ୨ ଥର ମନୋରଞ୍ଜନ ଜଗତର ସବୁଠୁ ଶ୍ରେଷ୍ଠ ପୁରସ୍କାର ଓସ୍କାର ଜିତିଥିବା ଅଭିନେତ୍ରୀ ତଥା ବ୍ରିଟିଶ ରାଜନେତ୍ରୀ ଗ୍ଲେଣ୍ଡା ଜ୍ୟାକ୍‌ଶନଙ୍କ ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଅସୁସ୍ଥାତା ଅନୁଭବ କରିବା ଯୋଗୁ ଗୁରୁବାର ଗ୍ଲେଣ୍ଡା ଘରେ ଥିବାବେଳେ ତାଙ୍କ ମୃତ୍ୟୁ ଘଟିଥିବା ଏଜେଣ୍ଟ ଲିଓନେଲ ଲାର୍ନର କହିଛନ୍ତି। ନିକଟରେ ସେ ‘ଦ ଗ୍ରେଟ୍‌ ଏସ୍କେପର୍‌’ ଫିଲ୍ମର ଶୁଟିଂ ଶେଷ କରିଥିଲେ। ୧୯୩୬ରେ ଉତ୍ତର-ପଶ୍ଚିମ ଲଣ୍ଡନର ବିର୍ଖେନହେଡ୍‌ରେ ସେ ଜନ୍ମ ଗ୍ରହଣ କରିଥିଲେ। ୧୯୬୦ରୁ ୭୦ ଦଶକ ମଧ୍ୟରେ ବ୍ରିଟିଶ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ସେ ଖୁବ୍‌ ଚର୍ଚ୍ଚିତ କଳାକାର ଭାବେ ଉଭା ହୋଇଥିଲେ। ରାଜନୀତିରେ ସାମିଲ ହେବା ପରେ ଗ୍ଲେଣ୍ଡା ଲେବର ପାର୍ଟି ନେତା ଭାବେ ୨୩ ବର୍ଷ କାର୍ଯ୍ୟ କରିଛନ୍ତି। ୧୯୯୭ରେ ସେ ବ୍ରିଟେନ୍‌ର ପରିବହନ ମନ୍ତ୍ରୀ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri