ଆଉଜଣେ କୋଭିଡ୍‌ ଯୋଦ୍ଧାଙ୍କ ପରଲୋକ

ପାଟଣା,୧୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ବର୍ଷୀୟାନ ସଂଗଠକ ତଥା ଖବରଦାତା ଧୀରେନ କୁମାର ରାଉତଙ୍କର ରବିବାର ସକାଳେ ୬୨ ବର୍ଷ ବୟସରେ ପରଲୋକ ଘଟିଛି। କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଜିଲାରେ ସେ କାନ୍ଦିରି ଭାଈ ରୂପେ ବେଶ ଜଣାଶୁଣା ଥିଲେ। କିଛିଦିନ ତଳେ ସେ କରୋନା ସଂକ୍ରମିତ ହୋଇ ଗୁରୁତର ହୋଇଥିଲେ। ଫୁସପୁସ ଜନିତ ସମସ୍ୟାରେ ସେ ପୀଡିତ ଥିଲେ। କରୋନାରେ ତାଙ୍କର ଦେହାନ୍ତ ହୋଇଥିବାରୁ କରୋନା ଯୋଦ୍ଧା ଭାବେ ସରକାର ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହାୟତା ରାଶି ଯୋଗାଇଦେବାକୁ ଜିଲାର ବହୁ ବିଶିଷ୍ଟ ଖବରଦାତା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଆମ୍ବୁଲାନ୍ସ ବିଲ୍‌ ମିଳୁନି, ଧାରଣାରେ ବସିଲେ ଚାଳକ

ପାତ୍ରପୁର,୧୧ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକରେ ଲାଗିଥିବା ୨କରୋନା ଆମ୍ବୁଲାନ୍ସର ୫ ସପ୍ତାହ ହେଲା ବିଲ୍‌ ହୋଇନାହିଁ। ଏଥିସହ ଚାଳକଙ୍କୁ ମଧ୍ୟ ଖାଇବା ଖର୍ଚ୍ଚ ଦିଆଯାନାହିଁ। ଏହାର ପ୍ରତିବାଦରେ...

ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ

ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ...

ପ୍ରସୂତି ମହିଲାକୁଁ ସାହାଯ୍‌ର ହାତ ବଢ଼ାଲେ ସରପଁଚ୍‌

ଲାଠୋର, ୧୬ା୬ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାରେ ବାସକରୁଥିବାର ଝନେ ନିସାହା ମହିଲା ଗରଭ୍‌ବେଦନା ହେଲାରୁ ଡାକ୍‌ତରଖାନା ଗଲାବାଟେ ଗାଡ଼ିରେ...

ଠେଙ୍ଗା ଧରି ଗାଁ ମୁଣ୍ଡରେ ପହରା

କେନ୍ଦ୍ରାପଡା ଅଫିସ, ୨୮ା୩: କେନ୍ଦ୍ରାପଡା ଜିଲାର ବହୁ ପାଣି ପାଇପ୍‌ ମିସ୍ତ୍ରି ଦେଶବିଦେଶରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବିଦେଶରୁ ୫୦୮ ଓ...

ଛେଳି ଗିଳିବାକୁ ଆସି ଜାଲରେ ଫସିଲା ଅଜଗର

ଉଦଳା,୧୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଚନ୍ଦ୍ରପୁର ଗ୍ରାମରୁ ଶୁକ୍ରବାର ଏକ ସାଢେ ୮ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଗ୍ରାମରେ ଥିବା...

ଏସ୍‌ସିବିରେ ଚତୁର୍ଥ କରୋନା ପଜିଟିଭ୍‌

କଟକ ଅଫିସ, ୨।୪: ଭଦ୍ରକର ଜଣେ ୨୯ ବର୍ଷୀୟ ଯୁବକ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ରାତିରେ ଜଣାପଡ଼ିଥିଲା। ଭୁବନେଶ୍ୱର ଏମ୍‌ସରେ ତାଙ୍କ ନମୁନା...

ଲକ୍ଷାଧିକ ଟଙ୍କାର ଜିଞ୍ଜର ସହ ପିକଅପ୍‌ ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୧୬।୭-ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ସୋମବାର ପୂର୍ବାହ୍ନ ସମୟରେ ଶିଳ୍ପାଞ୍ଚଳ ଥାନା ବାମପଦା ଛକରେ ଗୋଟିଏ ପିକଅପ୍‌ ଭ୍ୟାନ୍‌ (ନଂ. ଓଡ଼ି୦୧ୟୁ୪୨୨୨)ରେ ଯାଉଥିବା...

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ।...

Advertisement
Archives

Model This Week