ପୋପ୍‌ ବେନଡିକ୍ଟ ଷୋଡଶଙ୍କର ପରଲୋକ…

ଭଟିମାନ ସିଟି,୩୧।୧୨ : ପୂର୍ବତନ କ୍ୟାଥୋଲିକ ପୋପ ବେନେଡିକ୍ଟ ଷୋଡଶ ଶନିବାର ଭଟିକାନ ସିଟିରେ ପରଲୋକ ଘଟିଛି॥ ୯୫ବର୍ଷ ବୟସରେ ବେନେଡିକ୍ଟ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାଟିକାନ ଚର୍ଚ୍ଚ ମୁଖପାତ୍ର ଏକ ବିବୃତ୍ତିରେ କହିଛନ୍ତି ଯେ ପୂର୍ବତନ ପୋପ ବେନେଡିକ୍ଟ ଷୋଡଶ ଶନିବାର ପୂର୍ବାହ୍ନ ୯ଟା ୩୪ରେ ଭଟିକାନର ମ୍ୟାଟର ଏକ୍ଲେସିଆ ମଠରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଖବର ମୁତାବକ, ବେନେଡିକ୍ଟ ଷୋଡଶ କିଛି ଦିନ ଧରି ଅସୁସ୍ଥ ଥିଲେ। ବୃଦ୍ଧାବସ୍ଥା ହେତୁ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାରେ ଲାଗି ଥିଲା। ସେ ପ୍ରାୟ ଆଠ ବର୍ଷ ଧରି ରୋମାନ କ୍ୟାଥୋଲିକ ଚର୍ଚ୍ଚର ପୋପ ଥିଲେ। ସେ ୨୦୧୩ରେ ଇସ୍ତଫା ଦେଇଥିଲେ। ୧୪୧୫ ମସିହାରେ ଗ୍ରେଗୋରୀ ଦ୍ୱାଦଶଙ୍କ ପରେ ଇସ୍ତଫା ଦେଇଥିବା ପ୍ରଥମ ପୋପ ହୋଇଥିଲେ। ବେନେଡିକ୍ଟ ଷୋଡଶଙ୍କ ମୃତ୍ୟୁରେ ଭଟିକାନ ସିଟିର ପୋପ ଫ୍ରାନ୍ସିସ କହିଛନ୍ତି ଯେ ସେ ତାଙ୍କୁ ଅଧିକାଂଶ ସମୟ ସାକ୍ଷାତ କରିବାକୁ ଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜଣେ ବୋକା ମିଳିଗଲେ ଇସ୍ତଫା ଦେବି’

ଓ୍ବାଶିଂଟନ୍‌, ୨୨।୧୨ : ଜଣେ ବୋକା ମିଳିଲା ପରେ ସିଇଓ ପଦରୁ ଇସ୍ତଫା ଦେବେ ବୋଲି ମାଇକ୍ରୋବ୍ଲଗିଙ୍ଗ୍‌ ଆପ୍‌ ଟୁଇଟର ମାଲିକ ଏଲନ ମସ୍କ କହିଛନ୍ତି।...

ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହେଲେ ଶେର ବାହାଦୂର ଦେଉବା

କାଠମାଣ୍ଡୁ,୨୧ା୧୨: ନେପାଳରେ ସଂସଦୀୟ ନେତା ନିର୍ବାଚନ ଘୋଷଣା କରାଯାଇଛି। ନିର୍ବାଚନ କମିଟି ନେପାଳର ପ୍ରଧାନମନ୍ତ୍ରୀ ତଥା ଶାସକ ନେପାଳ କଂଗ୍ରେସର ଅଧ୍ୟକ୍ଷ ଶେର ବାହାଦୂର ଦେଉବାଙ୍କୁ...

ପ୍ରଧାନମନ୍ତ୍ରୀ ହେବାକୁ ପ୍ରଚଣ୍ଡ ଆଗ୍ରହୀ

କାଠମାଣ୍ଡୁ ,୧୯।୧୨: ସିପିଏନ୍‌-ମାଓବାଦୀ ସେଣ୍ଟରର ଅଧ୍ୟକ୍ଷ ପୁଷ୍ପ କୁମାର ଦହଲ ‘ପ୍ରଚଣ୍ଡ’ ରବିବାର ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେଉବାଙ୍କୁ ଭେଟିଛନ୍ତି। ସେ ନୂଆ ସରକାରରେ...

ଆମେରିକାରେ କର୍ମଚାରୀ ଛଟେଇ : ଭାରତୀୟ ଅଧିକ ପ୍ରଭାବିତ…

ଓ୍ବାଶିଂଟନ,୨୩।୧୧ : ଆମେରିକାରେ ବହୁ ସଂଖ୍ୟକ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରିବା ଜାରି ରହିଛି। ଏହା ଦ୍ୱାରା ଭାରତୀୟମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଆମେରିକାରେ ରହୁଥିବା...

ପାଟିରେ ୧୫୦ ମହମବତୀ ଜଳାଇ ଓ୍ବାଲର୍‌ଡ ରେକର୍ଡ

ଓ୍ବାଶିଂଟନ୍‌,୨୨।୧୦: ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ରେକର୍ଡ ପାଇଁ ଲୋକମାନେ ଅନେକ ଚ୍ୟାଲେଞ୍ଜପୂର୍ଣ୍ଣ କାର୍ଯ୍ୟ କରିଥାନ୍ତି। ଇତିମଧ୍ୟରେ ଆମେରିକାର ଜଣେ ବ୍ୟକ୍ତି...

ମସ୍‌ଜିଦରେ ଦଳାଚକଟା: ୩୧ ମୃତ

ବାଗ୍‌ଦାଦ,୧୧ା୯(ଆଇଏଏନ୍‌ଏସ୍‌): ଇରାକ୍‌ର କର୍ବଲା ସହରସ୍ଥିତ ଏକ ପ୍ରସିଦ୍ଧ ମସ୍‌ଜିଦରେ ମଙ୍ଗଳବାର ଦଳାଚକଟା ହୋଇଛି। ଏଥିରେ ୩୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ମୃତ୍ୟୁସଂଖ୍ୟା...

ଜଳବାୟୁ ପରିବର୍ତ୍ତନ ପ୍ରଭାବ: ୨୧୦୦ ବେଳକୁ ନ ଥିବ ପ୍ରବାଳ ପ୍ରାଚୀର

କାନବେରା,୨୩।୨: ଜଳବାୟୁ ପରିବର୍ତ୍ତନର ପ୍ରଭାବ ପୃଥିବୀର ଜୈବ ବିବିଧତା ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ଆସନ୍ତା ୨୧୦୦ ବେଳକୁ ସମୁଦ୍ରରେ ଥିବା ପ୍ରବାଳ ପ୍ରାଚୀର ସମ୍ପୂର୍ଣ୍ଣ...

ମାତ୍ର ୫ ମିନିଟରେ ଚିହ୍ନଟ ହେବେ କରୋନା ପଜେଟିଭ୍‌

ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ପଜେଟିଭ୍‌ଙ୍କୁ ଚିହ୍ନଟ କରିବା ପାଇଁ ଲ୍ୟାବ୍‌ରେ କରାଯାଉଥିବା ସ୍ବାବ୍‌ ପରୀକ୍ଷାରେ ଅଧିକ...

Advertisement
Archives

Model This Week