Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ବରିଷ୍ଠ ନେତାଙ୍କ ପରଲୋକ…

ମୁମ୍ବାଇ,୮।୧୧ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଅଭିଯାନ ମହାରାଷ୍ଟ୍ରରେ ପହଞ୍ଚିଛି। କଂଗ୍ରେସ କର୍ମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କିନ୍ତୁ ଏସବୁ ମଧ୍ୟରେ ଏକ ଦୁଃଖଦ ଘଟଣା ଘଟିଛି। କୁହାଯାଉଛି ଯେ ଏହି ଯାତ୍ରା ସମୟରେ ତ୍ରିରଙ୍ଗା ନେଇ ଯାଉଥିବା କଂଗ୍ରେସ ସେବା ଦଳର ନେତା କୃଷ୍ଣ କୁମାର ପାଣ୍ଡେଙ୍କର ମୃତ୍ୟୁ ଘଟିଛି। ପାଣ୍ଡେ ସର୍ବ ପୁରାତନ ଦଳର ତୃଣମୂଳ ସ୍ତରର କଂଗ୍ରେସର ସେବା ଦଳର ସାଧାରଣ ସଚିବ ଥିଲେ। କଂଗ୍ରେସ ଏକ ବିବୃତ୍ତିରେ କହିଛି ଯେ ପଦଯାତ୍ରା ସମୟରେ ପାଣ୍ଡେ ତଳେ ପଡିଯାଇଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ କହିଛନ୍ତି ଯେ ପାଣ୍ଡେ ଜଣେ କଂଗ୍ରେସ କର୍ମୀ ଥିଲେ ଏବଂ ନାଗପୁରରେ ଆରଏସଏସ ବିରୋଧରେ ଲଢୁଥିଲେ।

ଭାରତୀୟ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଧ୍ୟ ପାଣ୍ଡେଙ୍କ ମୃତ୍ୟୁକୁ ନେଇ ଗଭୀର ସମବେଦନା ଜଣାଇଛନ୍ତି। ରାହୁଲ ଗାନ୍ଧୀ ଟୁଇଟ କରି ଲେଖିଛନ୍ତି ଯେ କଂଗ୍ରେସ ସେବା ଦଳ ସାଧାରଣ ସମ୍ପାଦକ କୃଷ୍ଣକାନ୍ତ ପାଣ୍ଡେ ଜୀଙ୍କ ମୃତ୍ୟୁ ସମଗ୍ର କଂଗ୍ରେସ ପରିବାର ପାଇଁ ଅତ୍ୟନ୍ତ ଦୁଃଖଦାୟକ। ମୁଁ ତାଙ୍କ ପ୍ରିୟଜନଙ୍କୁ ମୋର ଗଭୀର ସମବେଦନା ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri