Posted inଜାତୀୟ

ମହାନ କୃଷି ବୈଜ୍ଞାନିକ ଏମଏସ ସ୍ବାମୀନାଥନଙ୍କ ପରଲୋକ

ନୂଆଦିଲ୍ଲୀ,୨୮।୯: ଭାରତର ମହାନ କୃଷି ବୈଜ୍ଞାନିକ ଏମଏସ ସ୍ବାମୀନାଥନଙ୍କ ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କ ୯୮ ବର୍ଷ ହୋଇଥିଲା। ତାମିଲନାଡୁର ରାଜଧାନୀ ଚେନ୍ନାଇରେ ସେ ସକାଳ ୧୧.୨୦ରେ ଶେଷନିଶ୍ୱାସ ତ୍ୟାଗ କରିଥିଲେ। ସେ ୭ ଅଗଷ୍ଟ ୧୯୨୫ରେ ଜନ୍ମଗ୍ରହଣ କରିଥିଲେ। ସେ ଭାରତରେ ସବୁଜ ବିପ୍ଳବର ପିତା ଭାବରେ ଜଣାଶୁଣା।
ସ୍ବାମୀନାଥନ କୃଷି ବିଭାଗର ବୈଜ୍ଞାନିକ ଥିଲେ। ସେ ୧୯୭୨ ରୁ ୧୯୭୯ ପର୍ଯ୍ୟନ୍ତ ‘ଇଣ୍ଡିଆନ୍‌ କାଉସିଲ୍ସ ଅଫ୍‌ ଏଗ୍ରିକଲଚର୍‌ ରିସର୍ଚ’ର ଚେୟାରମ୍ୟାନ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ସେ ବିଭିନ୍ନ ପ୍ରକାରର ଧାନ ବିକଶିତ କରିଥିଲେ, ଯାହା ଭାରତର ସ୍ବଳ୍ପ ଆୟକାରୀ କୃଷକମାନଙ୍କୁ ଅଧିକ ଧାନ ଉତ୍ପାଦନ କରିବାରେ ସକ୍ଷମ କରିଥିଲା। କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଭାରତ ସରକାର ତାଙ୍କୁ ପଦ୍ମ ଭୂଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?