ପୂର୍ବତନ ଆଇନ ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ

ବେଜିଂ,୨୨ା୯: ଚାଇନାର ପୂର୍ବତନ ଆଇନ ମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତିର ଗୁରୁତର ଅଭିଯୋଗ ପ୍ରମାଣିତ ହୋଇଛି। ଏହା ପରେ ତାଙ୍କୁ ୨ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଚାଇନାରେ ଦୁର୍ନୀତିଗ୍ରସ୍ତ ଲୋକଙ୍କ ପାଇଁ ସ୍ଥାନ ନାହିଁ ତେଣୁ ତାଙ୍କ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ ବୋଲି କୋର୍ଟ ପକ୍ଷରୁ କଡ଼ା ଦଣ୍ଡ ପ୍ରକାଶ ପାଇଛି।

ଏକ ରିପୋର୍ଟ ଅନୁଯାୟୀ, ୬୭ ବର୍ଷୀୟ ଫୁ ଝୋଙ୍ଗହୁଆ ଆଇନ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବାବେଳେ ବହୁ ଦୁର୍ନୀତି କରିଥିଲେ। ଫୁ ବେଜିଂ ମ୍ୟୁନିସିପାଲିଟି ବ୍ୟୁରୋ ମୁଖ୍ୟ, ଚାଇନା ସରକାରରେ ଜନ ସୁରକ୍ଷା ବିଭାଗର ଡେପୁଟି ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି।

ତାଙ୍କ ନାମରେ ଅନେକ ଦୁର୍ନୀତି ଅଭିଯୋଗ ଆସିଥିଲା। ଫୁ ଜେଙ୍ଗହୁଆ ଆଇନ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବାବେଳେ ତାଙ୍କ ଅଧିକାରର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପରେ ଫୁ’ଙ୍କୁ ଚାଇନା କୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ଦିଆଯାଇଥିଲା। ଚାଇନାର ସର୍ବୋଚ୍ଚ ରାଜନୈତିକ ପରାମର୍ଶଦାତା ସଂସ୍ଥାର ଜଣେ ପୂର୍ବତନ ବରିଷ୍ଠ ଅଧିକାରୀ ଚାଇନା ପିପୁଲ୍ସ ପଲିଟିକାଲ କନ୍ସଲଟେଶନ କନ୍‌ଫରେନ୍ସ (ସିପିପିସିସି) ଫୁ ’ଲାଞ୍ଚ ଗ୍ରହଣ କରିଥିଲେ ଏବଂ ତାଙ୍କ କ୍ଷମତାର ଅପବ୍ୟବହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri