ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ହତ୍ୟା ଧମକ

ମୁମ୍ବାଇ, ୧୯ା୧୧: ବଲିଉଡ୍‌ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ମିଳିଛି ହତ୍ୟା ଧମକ। ହତ୍ୟା ଧମକ ପରେ ମୁମ୍ବାଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଅଭିନେତାଙ୍କ ଫୋନକୁ ପଠାଯାଇଥିବା ଏକ ଭଏସ୍‌ ମେସେଜ ମାଧ୍ୟମରେ ଏହି ଧମକ ଦିଆଯାଇଥିବା ଜଣାପଡ଼ିଛି। ମେସେଜ ପଠାଇଥିବା ବ୍ୟକ୍ତି ଚେତାବନୀ ଦେଇଛନ୍ତି ଯେ, ସୈଫଙ୍କର ମଧ୍ୟ ବାବା ସିଦ୍ଦିକିଙ୍କ ଭଳି ସମାନ ଅବସ୍ଥା ହେବ।

ଏହି ମେସେଜଟି ପ୍ରକୃତରେ ଅଖତରଙ୍କ ନିକଟରୁ ଆସିଛି ନା ସେଲିବ୍ରିଟିମାନଙ୍କୁ ଧମକ ଦେବା ଏବଂ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକୁ ଭୟଭୀତ କରିବା ପାଇଁ କେହି ବାବା ସିଦ୍ଦିକିଙ୍କ ହତ୍ୟା ମାମଲାର ଫେରାର ଥିବା ଅଭିଯୁକ୍ତ ଜିଶାନ ଅଖତରଙ୍କ ନାମରେ ମିଛ ପରିଚୟ ଦେଇ ଏପରି କରୁଛନ୍ତି, ତାହା ଜାଣିବା ପାଇଁ ପୋଲିସ ତଦନ୍ତ ଚଳାଇଛି।

ପୂର୍ବରୁ ଅଭିନେତା ତୁଷାର କପୁର ଏବଂ ଆୟୁଷ୍ମାନ ଖୁରାନାଙ୍କୁ ମଧ୍ୟ ଏହିଭଳି ଧମକ ମିଳିଥିଲା। ସୂଚନାଯୋଗ୍ୟ, ୨୦୨୪ ଅକ୍ଟୋବର ୧୨ ରାତିରେ ମୁମ୍ବାଇର ବାନ୍ଦ୍ରା ଇଷ୍ଟ ଅଞ୍ଚଳରେ ଥିବା ନିଜ ପୁଅ ଜିଶାନ ସିଦ୍ଦିକିଙ୍କ କାର୍ଯ୍ୟାଳୟ ବାହାରେ ୬୬ ବର୍ଷୀୟ ପୂର୍ବତନ ମହାରାଷ୍ଟ୍ର ମନ୍ତ୍ରୀ ବାବା ସିଦ୍ଦିକିଙ୍କୁ ୩ଜଣ ଆକ୍ରମଣକାରୀ ଗୁଳି କରି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବା ଥିଲା ସହଜ, ଏବେ ପ୍ରକୃତ ପରୀକ୍ଷା ଆରମ୍ଭ ହେବ, ଧୋନିଙ୍କ ମେଣ୍ଟର ହେବା ଉପରେ ସେହୱାଗ କହିଲେ…

ନୂଆଦିଲ୍ଲୀ,୧୯।୧୧: ମହେନ୍ଦ୍ର ସିଂହ ଧୋନି IPL 2027 ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ର ମେଣ୍ଟର (ପରାମର୍ଶଦାତା) ହୋଇଛନ୍ତି। ମଙ୍ଗଳବାର (ନଭେମ୍ବର ୧୭) ଫ୍ରାଞ୍ଚାଇଜ ଘୋଷଣା…

Hong Kong Sixes 2026ରୁ ମିଳିଥିବା ସମସ୍ତ ଆୟକୁ ଏହି ସଂସ୍ଥାକୁ ଦାନ କରିଛି BCCI; ସମ୍ପାଦକ ଦେବଜିତ ସାଇକିଆ କହିଲେ ଏହାର କାରଣ

ନୂଆଦିଲ୍ଲୀ,୧୯।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ‘ହଂକଂ ସିକ୍ସେସ’ (Hong Kong Sixes) ଟୁର୍ଣ୍ଣାମେଣ୍ଟରୁ ମିଳିଥିବା ଆୟକୁ ଦାନ କରିବାକୁ ନିଷ୍ପତ୍ତି ନେଇଛି। ବୋର୍ଡ ଏହି…

ବାତ୍ୟା ‘ଅକ୍ୱାନ’ ପାଇଁ ସଜାଗ ଗଞ୍ଜାମ ଏନ୍‌ଏସି: ଥଇଥାନ ବ୍ୟକ୍ତିଙ୍କୁ କମ୍ବଳ ବାଣ୍ଟିଲେ ଇଓ, ୧୦୨ ଜଣଙ୍କୁ ଦିଆଯାଉଛି ରନ୍ଧା ଖାଦ୍ୟ

ଗଞ୍ଜାମ, ୧୯।୧୧ (ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ବେଳକୁ ବେଳ ଉଗ୍ର ରୂପ ଧାରଣ କରୁଥିବା ବେଳେ ଆସନ୍ତାକାଲି ପୂର୍ବାହ୍ନରେ ଏହା ସ୍ଥଳଭାଗ ଛୁଇଁବ ବୋଲି…

କେନ୍ଦୁଝରରେ ଛୁଟି ଘୋଷଣା କଲେ ଜିଲାପାଳ

କେନ୍ଦୁଝର/ବଞ୍ଚୋ,୧୯।୧୧(ନରେଶ ପଟ୍ଟନାୟକ/ପ୍ରଦୋଷ ବିଶ୍ୱାଳ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ପ୍ରଭାବ ଏବଂ ଭାରତୀୟ ପାଣିପାଗ ବିଭାଗର ସତର୍କ ସୂଚନାକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଏକ…

କଟକରେ ବନ୍ଦ ହେଲା ନଦୀଘାଟ: ନଦୀରେ ବୁଡ଼ ପକାଇବା, ଡଙ୍ଗା ଚଳାଚଳ ସମ୍ପୂର୍ଣ୍ଣ ନିଷେଧ

କଟକ,୧୯ା୧୧: ବାତ୍ୟା ‘ଅକ୍ୱାନ’କୁ ଦୃଷ୍ଟିରେ ରଖି କଟକ ଜିଲାପାଳଙ୍କ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର କଟକ ଜିଲାର ସବୁ ସ୍କୁଲ, କଲେ, ଅଙ୍ଗନବାଡ଼ି କେନ୍ଦ୍ରକୁ…

‘ଭୋକ ଏତେ ଯେ ପେଟ କେବେ ବି ପୂରେ ନାହିଁ’ ଟିକସ ହ୍ରାସ ସତ୍ତ୍ୱେ ଚାକିରି ଅଭାବ,କମ ଦରମାକୁ ନେଇ ଶିଳ୍ପପତିଙ୍କ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୯।୧୧: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ FICCI (ଫିକି)ର ୧୦୦ତମ ବାର୍ଷିକ ସମ୍ମିଳନୀରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଶିଳ୍ପ ଜଗତର ଶହ ଶହ ପ୍ରମୁଖ ବ୍ୟକ୍ତିତ୍ୱଙ୍କ…

ଜିଲାପାଳଙ୍କ ବଡ଼ ନିଷ୍ପତ୍ତି, ଶୁକ୍ରବାର କଟକରେ ସ୍କୁଲ, କଲେଜ ଛୁଟି

କଟକ,୧୯ା୧୧: ବାତ୍ୟା ‘ଅକ୍ୱାନ’କୁ ଦୃଷ୍ଟିରେ ରଖି କଟକ ଜିଲାପାଳଙ୍କ ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର କଟକ ଜିଲାର ସବୁ ସ୍କୁଲ, କଲେଜ, ଅଙ୍ଗନବାଡ଼ି କେନ୍ଦ୍ରକୁ…

ବାତ୍ୟା ‘ଅକ୍ୱାନ’ ମୁକାବିଲା: ଗଞ୍ଜାମ, ପୁରୀ-ଖୋର୍ଦ୍ଧା ସମେତ ୬ ଜିଲାରେ ଲାଗୁ ହେଲା ଲାଗୁ ହେଲା ଇନଟ୍ରା ସର୍କଲ ରୋମିଂ

ଭୁବନେଶ୍ୱର, ୧୯।୧୧: ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ସମୟରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ନିରବଚ୍ଛିନ୍ନ ରଖିବା ପାଇଁ ଟେଲିକମ୍ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?