ବିଧାୟକଙ୍କୁ ହତ୍ୟା ଧମକ:ଦୁବୃର୍ତ୍ତଙ୍କୁ ଗିରଫ ଦାବିରେ ପ୍ରତିବାଦ ସଭା

କେସିଙ୍ଗା,୧।୧୨(ତୁମେଶ୍ୱର ସାହୁ):ଭବାନୀପାଟଣା ନିର୍ବାଚନ ମଣ୍ଡଳୀର କଂଗେସ ବିଧାୟକ ସାଗର ଦାସଙ୍କୁ ହତ୍ୟା ଧମକ ଦିଆଯାଇଛି। ଦେପୂର ଜୋନର କଂଗ୍ରେସ ସଭାପତି ଦେବାନନ୍ଦ ଯୋଶୀଙ୍କୁ ମାଧ୍ୟମରେ ଏହି ଧମକ ଦିଆଯାଇଛି। କେସିଙ୍ଗା ଟାଉନ ସଭାପତି ସୁବାଷ ଜୈନଙ୍କ ନେତୃତ୍ୱରେ ଥାନା ସମ୍ମୁଖରେ ଏକ ପ୍ରତିବାଦ ସଭା ସୋମବାର ଅନୁଷ୍ଠିତ ହୋଇଛି। ଜିଲା ଆରକ୍ଷୀ ଅଧିକ୍ଷଙ୍କ ଉଦ୍ଦେଶ୍ୟରେ ଆଇ.ଆଇ.ସିଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବିଧାୟକଙ୍କୁ ହତ୍ୟା ଧମକ ଦେଇଥିବା ଦୁବୃର୍ତ୍ତମାନଙ୍କୁ ଯଥା ଶୀଘ୍ର ଗିରଫ କରିବା ପାଇଁ ଦାବି ହୋଇଛି। ଏନେଇ ଥାନା ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଥିଲା।
ଦୁବୃର୍ତ୍ତଙ୍କୁ ଯଥାଶୀଘ୍ର ଗିରଫ କରା ନ ଗଲେ ଥାନା ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ଯାଏ ଗଣଧାରଣା ଦିଆଯିବ ବୋଲି ଜିଲା ସଭାପତି ଜଳନ୍ଧର ନାଏକ ପୋଲିସକୁ ଚେତାବନୀ ଦେଇଛନ୍ତି। ଏହି ପ୍ରତିବାଦ ସଭାରେ କଂଗ୍ରେସର ଜିଲା ସଭାପତି ଜଳନ୍ଧର ନାଏକ,ପୂର୍ବତନ ଜିଲା ସଭାପତି ଭାରତ ଭୂଷଣ ବେମାଲ,ବ୍ଲକ ସଭାପତି ରାହାସ ସାହୁ,ସଦର ବ୍ଲକ ସଭାପତି ସୁବାଷ ପ୍ରଧାନ, ଜିଲା ଯୁବ କଂଗ୍ରେସ ସଭାପତି ସାହେବ ବାବୁ,କଂଗ୍ରେସର ବରିଷ୍ଠ କର୍ମୀ ଦୟାସାଗର ସାହା, ଜଗଦୀଶ ଅଗ୍ରୱାଲ, ମହେନ୍ଦ୍ର ନାଏକ,ରାମଲାଲ ସୁନାନି,ବିଜୟ ଦୀପ,ଧରଣୀ ନାଏକ,ରାଜକୁମାର,ସୁଭାଷ ଚୌଧରୀ ପ୍ରମୁଖ କଂଗ୍ରେସ କର୍ମୀମାନେ ଥାନା ସମ୍ମୁଖରେ ଏକ ପ୍ରତିବାଦରେ ଯୋଗ ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri