ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ

ବଲାଙ୍ଗୀର,୧୯।୨: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ମିଳିଛି। ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଛି। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଲେଖାଯାଇଛି। ତେବେ କିଏ ଏବଂ କେଉଁ କାରଣ ପାଇଁ ଏହି ହତ୍ୟା ଧମକ ଦେଇଛନ୍ତି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ପୋଷ୍ଟର ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri