Posted inଜାତୀୟ

୬୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ୭ ହଜାର କୋଟିର କ୍ଷତି

ଡେରାଡୁନ,୨୧।୧୦: ଉତ୍ତରାଖଣ୍ଡରେ ହୋଇଥିବା ବନ୍ୟା ଯୋଗୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୬୪ରେ ପହଞ୍ଚିଛି। ଏବେବି ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବନ୍ୟା ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଦ୍ଧାନ କରିଛନ୍ତି। ସେ କହିଛନ୍ତି, ଜଳବନ୍ଦୀ ଥିବା ପ୍ରାୟ ୩,୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଉଦ୍ଧାର କରାଯାଇଛି। ୧୬ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ୧୭ ଏନ୍‌ଡିଆରଏଫ ଟିମ, ୭ ଏସ୍‌ଡିଆରଏଫ ଟିମ, ୧୫ କମ୍ପାନୀ ପିଏସି ଏବଂ ୫ ହଜାରରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ଅଛନ୍ତି। ରାଜ୍ୟର ୮୦ ପ୍ରତିଶତ ସ୍ଥାନରେ ମୋବାଇଲ ନେଟଓ୍ବାର୍କ କାର୍ଯ୍ୟକ୍ଷମ ହୋଇସାରିଛି। ଖୁବଶୀଘ୍ର ବିଦ୍ୟୁତ୍‌ ସଂଯୋଗ ସ୍ବାଭାବିକ କରାଯିବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଯୋଗୁ କ୍ଷୟକ୍ଷତିର ପରିମାଣକୁ କମାଯାଇ ପାରିଥିବା ସେ କହିଛନ୍ତି।

ଅନ୍ୟପକ୍ଷେ ପ୍ରଳୟଙ୍କାରୀ ବନ୍ୟା ଯୋଗୁ ୭୦୦୦ କୋଟି ଟଙ୍କାର କ୍ଷୟକ୍ଷତି ଘଟିଥିବା ଉତ୍ତରାଖଣ୍ଡ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ପାଣିପାଗ ଶୁଖିଲା ରହିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ଫଳରେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ ବୋଲି ସରାକରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri