ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୨୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୪ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୪ ଶହ ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୫ ହଜାର ତଳେ ରହିଛି। ଏହା କମି ୪,୧୧୬ ରହିଛି। ଗୋଟିଏ ଦିନ ତଳେ ଏହା ୪,୭୬୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହିଛି। ଏହା ୭ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪୩ ହଜାର ୪୧୫ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୩ ହଜାର ୯୯୪ ଥିଲା। ସେହିପରି ୨୪ ଘଣ୍ଟାରେ ୪ ହଜାର ୬୮୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫ ହଜାର ୧୯୬ ଥିଲା।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୫୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୭୨ ହଜାର ୨୪୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୨୯୮ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ଗୋକୁଲପୁରୀରେ ଭୟଙ୍କର ଅଗ୍ନିକାଣ୍ଡ: ୭ଜୀବନ୍ତଦଗ୍ଧ

ନୂଆଦିଲ୍ଲୀ,୧୨।୩: ରାଜଧାନୀ ଦିଲ୍ଲୀର ଗୋକୁଲପୁରୀ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୭ ଜଣ ଜୀବନ୍ତଦଗ୍ଧ ହୋଇଯାଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ...

ବ୍ଲାକ୍‌ ଡାଏରିରେ ପ୍ରମାଣ

ନୂଆଦିଲ୍ଲୀ, ୨୭ା୭: ପଶ୍ଚିମବଙ୍ଗର ବହୁଚର୍ଚ୍ଚିତ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ତଥା ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରବର୍ତ୍ତନ...

ହାଇକୋର୍ଟଙ୍କ ସର୍କୁଲାର: ଲକ୍‌ଡାଉନ୍‌ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ

କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ...

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ...

ପୁଣି ଏନ୍ତୁଡ଼ିଶାଳକୁ ଫେରିଲା କରୋନା, ଲକଡାଉନ୍‌ ଜାରି…

ବେଜିଂ,୧୯।୧୦: କରୋନାର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନାରେ ପୁଣି ସଂକ୍ରମଣ ଆରମ୍ଭ ହୋଇଛି। ଏହାକୁ ସୃଷ୍ଟରେ ରଖି ଉତ୍ତର ସୀମାବର୍ତ୍ତୀ ସହରରେ ଆଶିଂକ ଲକଡାଉନ୍‌ ଜାରି...

୫୨୭ ଲୋକ ସଭା ଆସନ ଭୋଟ ଗଣତି: ୨୮୬ରେ ଭାଜପା ଏବଂ ୧୨୫ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା...

କିନ୍ନରଙ୍କ ସୁରକ୍ଷା-ଥଇଥାନ ପ୍ରତି ଦୃଷ୍ଟି ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୩।୧: ବିଭିନ୍ନ ରାଜ୍ୟରେ ଥିବା କିନ୍ନରଙ୍କ ସୁରକ୍ଷା ଏବଂ ଥଇଥାନ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରଣାଳୟ ପକ୍ଷରୁ ଏନେଇ ରାଜ୍ୟ...

ବର୍ଷା ବିତ୍ପାତ: ୩୪ ମୃତ

ଡେରାଡୁନ/ନୈନିତାଲ, ୨୦ା୧୦: ଦେବଭୂମି ଉତ୍ତରାଖଣ୍ଡକୁ ବିପତ୍ତିକୁ ଡାକି ଆଣିଛି ଲଗାଣ ବର୍ଷା। ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ମଙ୍ଗଳବାର ୨୪ ଜଣଙ୍କ ମୃତ୍ୟୁ ଘଟିଛି।...

Advertisement
Archives

Model This Week