ମୃତ୍ୟୁମୁହଁରେ ପଡ଼ିପାରନ୍ତି ୮୦ ହଜାର

ମୁମ୍ବାଇ, ୨ା୧: ମହାରାଷ୍ଟ୍ରରେ କରୋନାର ତୃତୀୟ ଲହର ସ୍ପଷ୍ଟ ହୋଇସାରିଥିବାବେଳେ ସଂକ୍ରମଣ ବ୍ୟାପକ ହେବ ଏବଂ ଏହା ବେଶ୍‌ ଘାତକ ସାବ୍ୟସ୍ତ ବୋଲି ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଏଥିରେ ୮୦ ଲକ୍ଷରୁ ଅଧିକ ଆକ୍ରାନ୍ତ ହେବେ ଏବଂ ୮୦ ହଜାରରୁ ଊର୍ଦ୍ଧ୍ୱଙ୍କ ଜୀବନ ଯାଇପାରେ ବୋଲି ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ଡ. ପ୍ରଦୀପ ବ୍ୟାସ କହିଛନ୍ତି। ଯଦି ତୃତୀୟ ଲହରରେ ୮୦ ଲକ୍ଷ କୋଭିଡ୍‌ ମାମଲା ଆସେ ତେବେ ୧ ପ୍ରତିଶତ ହାରରେ ମୃତ୍ୟୁସଂଖ୍ୟା ୮୦ ହଜାର ରହିପାରେ। ତେଣୁ ପ୍ରଶାସନିକ ଅଧିକାରୀମାନେ ଓମିକ୍ରନ ସଂକ୍ରମଣ କିମ୍ବା ତୃତୀୟ ଲହରକୁ ହାଲୁକା ଭାବେ ନ ନେଇ ଏଥିପ୍ରତି ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଛନ୍ତି। ଟିକା ନେଇ ନ ଥିବା ଏବଂ ବିଭିନ୍ନ ରୋଗରେ ପୀଡ଼ିତ ଥିବା ବ୍ୟକ୍ତି ଏଥିରେ ସର୍ବାଧିକ ପ୍ରଭାବିତ ହୋଇପାରନ୍ତି। ଅଧିକରୁ ଅଧିକ ଟିକାକରଣ କରି ଜୀବନ ବଞ୍ଚାଇବାକୁ ପ୍ରାଥମକିତା ଦିଆଯିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଓମିକ୍ରନ ସହ ରାଜ୍ୟରେ ଡେଲ୍ଟାର ପ୍ରକୋପ ମଧ୍ୟ ଜାରି ରହିଛି। କରୋନା ମାମଲା ମଧ୍ୟରୁ ୭୦ ପ୍ରତିଶତ ଡେଲ୍ଟାରେ ସଂକ୍ରମିତ ହୋଇଥିବା ଜିନୋମ୍‌ ସିକ୍ୱେନ୍ସିଂରୁ ଜଣାପଡ଼ିଛି ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ମହାରାଷ୍ଟ୍ରର ୧୦ରୁ ଅଧିକ ମନ୍ତ୍ରୀ ଏବଂ ପ୍ରାୟ ୨୦ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri