କରୋନା ସଂକ୍ରମଣ ମହାରାଷ୍ଟ୍ରରେ ନେଲାଣି ୧୨ ହଜାରରୁ ଅଧିକ ଜୀବନ

ମୁମ୍ବାଇ,୨୧।୭: କରୋନା ଭାଇରସ ମହାରାଷ୍ଟ୍ରରେ ଦ୍ରୁତ ଗତିରେ ବଢି ଚାଲିଛି। ଏବେସୁଦ୍ଧା ସେଠାରେ କରୋନା ସଂକ୍ରମଣରେ ୧୨ ହଜାରରୁ ଅଧିକ ଜୀବନ ଗଲାଣି। ସୋମବାର ସୁଦ୍ଧା ମିଳିଥିବା ରିପୋର୍ଟ ଅନୁଯାୟୀ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୨ ହଜାର ୩୦ରେ ପହଞ୍ଚିଥିଲା। ସେହିପରି ଗତ ୨୪ ଘଣ୍ଟାରେ ସେଠାରେ ୮,୨୪୦ ଜଣ ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୧୭୬ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ, ଏବେ ରାଜ୍ୟରେ ମୋଟ ୩,୧୮,୬୯୫ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧,୩୧,୩୩୪ ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ସେଠାରେ ସୁସ୍ଥତା ହାର ୫୪.୯୨ ଥିବା ବେଳେ ମୃତ୍ୟୁହାର ରହିଛି ୩.୭୭।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଗୋଙ୍ଗ ହ୍ରଦ ନିକଟରୁ ସୈନ୍ୟ ହଟାଉ ଚାଇନା: ସେନା ଅଧିକାରୀସ୍ତରୀୟ ଆଲୋଚନାରେ ଭାରତର ଦାବି

ନୂଆଦିଲ୍ଲୀ,୬ା୬(ପି.ଟି./ଆଇଏଏନ୍‌ଏସ୍‌)-ସୀମା ବିବାଦକୁ ନେଇ ପୂର୍ବ ଲଦାଖରେ ମାସେ ହେଲା ଅଚଳାବସ୍ଥା ଲାଗି ରହିଥିବାବେଳେ ଏହାର ସମାଧାନ ପାଇଁ ପ୍ରଥମ ବଡ଼ ପଦକ୍ଷେପ ସ୍ବରୂପ ଶନିବାର ଭାରତ...

ମୁଖ୍ୟମନ୍ତ୍ରୀଙ୍କ ସାମ୍ନାରେ ଭୋ ଭୋ ହୋଇ କାନ୍ଦିଲେ ବୃଦ୍ଧା, ଜାଣନ୍ତୁ କାହିଁକି

ଶିମଲା,୨୮।୮:ହିମାଚଳ ପ୍ରଦେଶର ଶିମ୍‌ଲା ନଗର ନିଗମ(ଏମ୍‌ସି ଶିମ୍‌ଲା)ର କାର୍ଯ୍ୟକାରିତାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଅଭିଯୋଗ ହୋଇଛି ଯେ ଏମସି କର୍ମଚାରୀ ଜଣେ ବୃଦ୍ଧ ମହିଳାଙ୍କ...

ଯାନ୍ତ୍ରିକ ତ୍ରୁଟି: ରନ୍‌ଓ୍ବେରୁ ଫେରିଲା ନୀତୀନ ଗଡ଼କରୀଙ୍କ ବିମାନ

ନାଗପୁର, ୧୩।୮: ମହାରାଷ୍ଟ୍ରର ନାଗପୁରରୁ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନକୁ ରନ୍‌ଓ୍ବେ ଫେରାଇ ନିଆଯାଇଛି। ବିମାନରେ କିଛି ଯାନ୍ତ୍ରିକ ତ୍ରୁଟି ଥିବାରୁ ଏଭଳି ନିଷ୍ପତ୍ତି ଗ୍ରହଣ...

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...

୨୦୧୯ ଲୋକ ସଭା ନିର୍ବାଚନ: ୮୨୦ କୋଟି ବ୍ୟୟ କରିଥିଲା କଂଗ୍ରେସ

ନୂଆଦିଲ୍ଲୀ,୯ା୧୧: ଗତ ଲୋକ ସଭା ନିର୍ବାଚନରେ ଭାଜପାର ଅର୍ଥବଳ ଆଗରେ ଆମେ ସୀମିତ ସମ୍ବଳରେ ଲଢ଼ିପାରିଲୁ ନାହିଁ ବୋଲି କଂଗ୍ରେସ ଯେଉଁ ଅଭିଯୋଗ କରିଆସୁଥିଲା ତାହା...

ହୋଲି ରଙ୍ଗ ପଡ଼ିଲା ଫିକା: ଯୋଗୀ ସରକାର ଜାରି କଲେ କଟକଣା

ଲକ୍ଷ୍ନୌ,୨୩।୩: ଉତ୍ତରପ୍ରଦେଶରେ ଚଳିତ ବର୍ଷ ହୋଲି ରଙ୍ଗ ଫିକା ପଡ଼ିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ସାର୍ବଜନୀକ ହୋଲି ପାଳନ,...

ଅପରେଶନ ଗଙ୍ଗା: ଆଜି ୧୮ଟି ବିମାନରେ ସ୍ୱଦେଶ ଫେରିବେ ୟୁକ୍ରେନରେ ଫସିଥିବା ଭାରତୀୟ

ନୂଆଦିଲ୍ଲୀ,୪ ।୩: ଅପରେଶନ ଗଙ୍ଗା ମିଶନରେ ଶୁକ୍ରବାର ସକାଳୁ ସକାଳୁ ସ୍ପେଶାଲ ଇଣ୍ଡିଗୋ ବିମାନ ରୋମାନିଆର ବୁଖାରେଷ୍ଟରୁ ଦିଲ୍ଲୀ ପହଞ୍ଚିଛି । ସେଠାରେ କେନ୍ଦ୍ର କୃଷି...

ଦିଲ୍ଲୀ ହିଂସାକୁ ନେଇ ପ୍ରତିକ୍ରିୟା ରଖିଲେ ଗମ୍ଭୀର

ନୂଆଦିଲ୍ଲୀ,୨୫।୨: ପୂର୍ବ ଦିଲ୍ଲୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଦିଲ୍ଲୀ ହିଂସାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀ ହିଂସାକୁ ନେଇ ଯେଉଁମାନେ...

Advertisement
Archives

Model This Week