Posted inଜାତୀୟ

୩ ବର୍ଷରେ କରୋନା ନେଲାଣି ୬୦ ଲକ୍ଷ ଜୀବନ

ବ୍ୟାଙ୍କକ୍‌,୬।୩ କୋଭିଡ୍‌ ମହାମାରୀ ତୃତୀୟ ବର୍ଷରେ ପହଞ୍ଚତ୍ଥିବା ବେଳେ ରବିବାର ରାତି ସୁଦ୍ଧା ବିଶ୍ୱରେ ମୃତ୍ୟୁସଂଖ୍ୟା ୬୦ ଲକ୍ଷ ଅତିକ୍ରମ କରିଛି। ଆମେରିକାରେ କୋଭିଡ୍‌ ମୃତ୍ୟୁସଂଖ୍ୟା ୧୦ ଲକ୍ଷ ନିକଟବର୍ତ୍ତୀ ହୋଇଛି। ଓ୍ବାଲେର୍‌ଡାମିଟର ଅନୁଯାୟୀ ରବିବାର ରାତି ସୁଦ୍ଧା ବିଶ୍ୱରେ କୋଭିଡ୍‌ ମୃତ୍ୟୁସଂଖ୍ୟା ୬୦,୧୭,୫୫୯ରେ ପହଞ୍ଚତ୍ଛି। ଆମେରିକାରେ ସର୍ବାଧିକ ୯,୮୩,୯୧୨ ଲୋକଙ୍କ ଜୀବନ ଯାଇଥିବା ବେଳେ ବ୍ରାଜିଲରେ ୬,୫୧,୯୮୮ ଏବଂ ଭାରତରେ ୫,୧୫,୦୬୩ ଜଣଙ୍କ ମୃତ୍ୟୁ ଘଟିଛି। ଜନ୍ସ ହପ୍‌କିନ୍ସ ୟୁନିଭର୍ସିଟିର ହିସାବ ଅନୁଯାୟୀ ରବିବାର ସକାଳ ସୁଦ୍ଧା କୋଭିଡ୍‌ ଜନିତ ମୃତ୍ୟୁସଂଖ୍ୟା ୫୯,୯୬,୮୮୨ ରହିଥିଲା।

ଅନ୍ୟପକ୍ଷେ ହଂକଂରେ ମୃତ୍ୟୁସଂଖ୍ୟା ବଢ଼ୁଥିବା ବେଳେ ଚଳିତ ମାସରେ ୭୫ ଲକ୍ଷ ଲୋକଙ୍କୁ ୩ ଥର ଲେଖାଏ କୋଭିଡ୍‌ ପରୀକ୍ଷା କରାଇବାକୁ ନିଷ୍ପତ୍ତି ହୋଇଛି। ପୋଲାଣ୍ଡ, ହଙ୍ଗେରି, ରୋମାନିଆ ଏବଂ ପୂର୍ବ ୟୁରୋପୀୟ ଦେଶଗୁଡ଼ିକରେ ମୃତ୍ୟୁ ହାର ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରାକ୍ରମ ଦେଖିଲା ସାରା ଦୁନିଆ…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ଭାରତ ପକ୍ଷରୁ ନିଜର ସାମରିକ ଶକ୍ତି ପ୍ରଦର୍ଶନ...

୧୦ ଦିନ ମଧ୍ୟରେ ହେବ ନୂଆ ରାଜନୈତିକ ଦଳର ଘୋଷଣା, କହିଲେ ଗୁଲାମ ନବୀ…

ଶ୍ରୀନଗର, ୧୧।୯ : କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ରବିବାର ଜମ୍ମୁ-କଶ୍ମୀରର ବାରମୁଳାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ...

ଦୁର୍ନୀତି ସବୁ ସମସ୍ୟାର ମୂଳ

ଲକ୍ଷ୍ନୌ,୭।୩(ଆଇଏଏନ୍‌ଏସ୍‌): ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ୍‌ ଜଣେ ସରକାରୀ ଡାକ୍ତରଙ୍କୁ ଆଗୁଆ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ପ୍ରତ୍ୟେକ ବ୍ୟବସ୍ଥାରେ ଦୁର୍ନୀତି ଉଇ ଭଳି,...

ମଦ ଛଡ଼ାଇବା ପାଇଁ ଲୋକଙ୍କୁ କ୍ଷୀର ବାଣ୍ଟିଲେ

ମୁମ୍ବାଇ,୧ା୧: ଲୋକମାନେ କିପରି ମଦ ଛାଡ଼ିବେ ସେନେଇ ନୂଆବର୍ଷରେ ଏକ ନିଆରା ପଦକ୍ଷେପ ନେଇଛନ୍ତି ପୁଣେ ସହରର ଅରୁଣ ଓହାର। ମଦ ଛାଡ଼ିବା ପାଇଁ ସେ...

ବିଳମ୍ବିତ ରାତିରେ ପାର୍ଟି କରୁଥିଲେ କିଛି ଯୁବତୀ, ଆଉ ତା’ ପରେ…

ଲକ୍ଷ୍ନୌ,୩୦ା୮: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାଠାରେ ବିନା ଅନୁମତିରେ ପାର୍ଟି କରୁଥିବା ୭ ବିଦେଶୀ ପୁରୁଷ ଏବଂ ୪ ବିଦେଶୀ ଯୁବତୀଙ୍କ ସମେତ ୧୧ ଜଣଙ୍କୁ ଗିରଫ...

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି...

ଭାଜପାରେ ଯୋଗଦେଲେ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ

ଲକ୍ଷ୍ନୌ,୯।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ରାଜସ୍ଥାନର ରାଜ୍ୟପାଳ ଭାବେ ତାଙ୍କର କାର୍ଯ୍ୟକାଳ ପୂରଣ ହେବା ପରେ...

ପ୍ରଚାର ନ କରି କାମ କରିବାକୁ ଭାଜପାକୁ ପରାମର୍ଶ ଦେଲା ଶିବସେନା

ମୁମ୍ବାଇ, ୩।୬: ପ୍ରଚାର ଏବଂ ପ୍ରତିଶ୍ରୁତିରେ ସମୟ ନ ବିତାଇ କାମ କରିବାକୁ ଭାଜପାକୁ ଶିବସେନା ପରାମର୍ଶ ଦେଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା...

Advertisement
Archives

Model This Week