ପ୍ରାର୍ଥନା ବେଳେ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୩୩କୁ ବୃଦ୍ଧି

କାବୁଲ,୨୩।୪: ନର୍ଦ୍ଦନ ଆଫଗାନିସ୍ତାନ ଜଣ୍ଡିହୁଲ୍ଲା ମୁଜାହିଦ କୁଣ୍ଡୁଜ ପ୍ରଦେଶର ଇମାମ ସାହେବ ସହରରେ ଥିବା ଏକ ମସଜିଦରେ ଘଟିଥିବା ଭୟଙ୍କର ବୋମା ବିସ୍ଫୋରଣରରେ ମୃତ୍ୟୁ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କିଛି ଶିଶୁ ଏବଂ ଛାତ୍ର ରହିଥିବା ଜଣାପଡ଼ିଛି। ଦିନକ ପୂର୍ବରୁ ଆଫାଗାନିସ୍ତାନର ବିଭିନ୍ନ ସ୍ଥାନରେ ବିସ୍ଫୋରଣ ହୋଇଥିଲା। ଆଇଏସ୍‌ଆଇଏସ୍‌ ଆତଙ୍କୀ ସଂଗଠନ ନିଜକୁ ଦାୟୀ କରିଥିଲା। ଏହାର ଦିନକ ପରେ ପୁଣି ମସଜିଦରେ ବିସ୍ଫୋରଣ ହୋଇଛି।

ବିସ୍ଫୋରଣ ସମ୍ପର୍କରେ ସୂଚନା ଦେଇ ତାଲିବାନ ସରକାରର ମୁଖପାତ୍ର ଜବିହୁଲ୍ଲା ମୁଜାହିଦ କହିଛନ୍ତି, କୁଣ୍ଡୁଜରେ ଥିବା ଏକ ମସଜିଦରେ ଆତଙ୍କାବାଦୀ ଆକ୍ରମଣ ହୋଇଛି। ସମୂହ ନମାଜ ପାଠ ପାଇଁ ଲୋକ ଏକାଠି ଉପସ୍ଥିତ ଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୩୩ ଜଣଙ୍କ ମୃତ୍ୟ ଘଟିଥିବା ବେଳେ ୪୩ ଜଣ ଆହତ ହୋଇଛନ୍ତି। ସରକାର ପକ୍ଷରୁ ଘଟଣାକୁ ନିନ୍ଦା କରି ମୃତକଙ୍କ ପରିବାର ଲୋକଙ୍କୁ ସେ ସମବେଦନା ଜଣାଇଛନ୍ତି। ମସ୍‌ଜିତରେ ହୋଇଥିବା ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିନାହାନ୍ତି। ତାଲିବାନ ସରକାରଙ୍କ ସୁରକ୍ଷାକର୍ମୀ ଘଟଣାର ଯାଞ୍ଚ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?