ତୁର୍କୀ-ସିରିଆରେ ହଜାର ହଜାର ଜୀବନରେ ଲାଗିଲା ବିରାମ, ମୃତକଙ୍କ ସଂଖ୍ୟା ୧୫୦୦୦ ଟପିଲା

ଅଙ୍କାରା,୯ ।୨: ତୁର୍କୀ ଓ ସିରିଆରେ ୬ ଫେବୃୟାରୀରେ ଆସିଥିବା ବିନାଶକାରୀ ଭୂକମ୍ପ ଫଳରେ ହଜାର ହଜାର ଜୀବନରେ ବିରାମ ଲାଗିଛି । ଏବେ କେବଳ ଧ୍ୱଂସାବଶେଷ ଭିତରୁ ଜୀବନ ଖୋଜା ଚାଲିଛି । ୩ ଦିନ ପରେ ଜୀବନର ଆଶା କମ ଥିବା ବେଳେ ଏବେ ପ୍ରିୟଜନଙ୍କ ମୃତଦେହକୁ ଖୋଜି ଚାଲିଛନ୍ତି ଅନେକେ । ଏବେବି ସେଠାରେ କାନ୍ଦ ବୋବାଳି ଛାତି ଥରାଇ ଦେଉଛି । ମୃତକଙ୍କ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଉଭୟ ଦେଶରେ ଏବେ ମୃତକଙ୍କ ସଂଖ୍ୟା ୧୫୦୦୦ ଟପି ଗଲାଣି । ସେପଟେ ଆହତଙ୍କ ସଂଖ୍ୟା ବି ୬୦ ହଜରରୁ ଅଧିକ ହେଲାଣି । ଅନ୍ୟପଟେ ହଜାର ହଜାର ଘର ଧୂଳିସାତ୍ ହୋଇଯାଇଥିବା ବେଳେ ଏବେବି ଅନେକ ଏହା ତଳେ ପୋତି ହୋଇ ରହିଥିବା ଆଶଙ୍କା କରାଯାଉଛି ।
ତୁର୍କୀ ଓ ସିରିଆରେ ଆସିଥିବା ଏହି ଶକ୍ତିଶାଳୀ ଭୂକମ୍ପରେ ତୁର୍କୀରେ ଏବେ ପର୍ଯ୍ୟନ୍ତ ୧୨,୩୯୧ ଲୋଙ୍କ ମୃତ୍ୟୁ ହୋଇଥିବା ବେଳ ୬୨,୯୧୪ ଆହତ ହୋଇଛନ୍ତି । ସେହିପରି ସିରିଆରେ ମୃତକଙ୍କ ସଂଖ୍ୟା ୩,୪୮୬ ହୋଇଥିବା ବେଳେ ଆହତଙ୍କ ସଂଖ୍ୟା ୫,୨୪୭ ହୋଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?