ନିରୀହଙ୍କ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି

କ୍ୱିଭ୍‌,୧୧ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣରେ ନିରୀହ ନାଗରିକଙ୍କ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରୁଷୀୟ ସୈନ୍ୟଙ୍କ ଗୁଳିଗୋଳା ଓ ମିଶାଇଲ ମାଡ଼ରେ ଅଦ୍ୟାବଧି ୫୪୯ ୟୁକ୍ରେନୀୟ ନିହତ ଓ ୯୫୭ ଆହତ ହୋଇଥିବାବେଳେ ସାଧାରଣ ଜନତାଙ୍କୁ ଯନ୍ତ୍ରଣା ଭୋଗିବାକୁ ପଡ଼ୁଛି ବୋଲି ଜାତିସଂଘ ମାନବାଧିକାର କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୟୁକ୍ରେନ୍‌ର ହସ୍ପିଟାଲ, ସ୍ବାସ୍ଥ୍ୟକର୍ମୀ ଓ ଆମ୍ବୁଲାନ୍ସ ଉପରେ ରୁଷିଆ ୨୯ ଥର ଆକ୍ରମଣ କରିଥିବା ଶୁକ୍ରବାର ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଛି। ମାରିଉପୋଲ ମାଟର୍ନିର୍ଟି ହସ୍ପିଟାଲକୁ ରୁଷୀୟ ସୈନ୍ୟ ବୁଧବାର ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ୧୨ ମୃତ ଓ ୩୪ ଆହତ ହୋଇଥିଲେ ବୋଲି ଡବ୍ଲ୍ୟୁଏଚ୍‌ଓ ମୁଖପାତ୍ର ଡ. ମାର୍ଗାରେଟ ହାରିସ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri