ସାମୁଦ୍ରିକ ଝଡ଼ରେ ମୃତ୍ୟୁ ସଂଖ୍ୟା ୯୮ ଛୁଇଁଲା, ୫ ଲକ୍ଷରୁ ଅଧିକ ପରିବାର ପ୍ରଭାବିତ…

ମାନିଲା,୩୧।୧୦ : ଫିଲିପାଇନ୍ସର ପ୍ରବଳ ଟ୍ରପିକାଲ ଝଡ ପାଙ୍ଗ (ନାଲ୍ଗେ) ରେ ମୃତ୍ୟୁ ସଂଖ୍ୟା ୯୮କୁ ବୃଦ୍ଧି ପାଇଛି। ଫିଲିପାଇନ୍ସ ମିଡିଆ ରିପୋର୍ଟ ଅନୁଯାୟୀ, ଜାତୀୟ ବିପର୍ଯ୍ୟୟ ପ୍ରଶମନ ଏବଂ ପରିଚାଳନା ପରିଷଦ କହିଛି ଯେ ପାଙ୍ଗ ଝଡ଼ରେ ମୃତ୍ୟୁ ଘଟିଥିବା ୫୮ଜଣଙ୍କ ସମ୍ପର୍କରେ ତଥ୍ୟ ପ୍ରକାଶ ପାଇଛି। ଅନ୍ୟ ୪୦ ଜଣଙ୍କ ସମ୍ପର୍କରେ ଖୁବ୍‌ ଶୀଘ୍ର ତଥ୍ୟ ପ୍ରକାଶ କରାଯିବ। ଝଡ଼ରେ ୬୯ ଜଣ ଆହତ ହୋଇଥିବା ବେଳେ ୬୩ ଜଣ ନିଖୋଜ ଅଛନ୍ତି। ତେଣୁ ମ୍ୟତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି।

ରିପୋର୍ଟ ଅନୁଯାୟୀ, ମେଟ୍ରୋ ମାନିଲା ସମେତ ୧୭ ଟି ଅଞ୍ଚଳର ୩୧,୯୪୨ ଗାଁର ନ୍‌୫୭୫,୭୨୮ ପରିବାରର ୧,୮୧୨,୭୪୦ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ଏହା ଯୋଗୁ ୧.୮ ନିୟୁତ ଫିଲିପାଇନ୍ସର କ୍ଷତି ଘଟିଛି। ୨୫୮.୨୮ ନିୟୁତ ଚାଷ ଜମିର କ୍ଷତି ହୋଇଛି। ମିମରୋପା, ବିକୋଲ, ପଶ୍ଚିମ ଭିସାୟତ, ଜାମ୍ବୋଙ୍ଗା, ଦକ୍ଷିଣ କୋଟାବାଟୋ, ସୁଲତାନ କୁଦରତ, ସାରଙ୍ଗାନି, ଜେନେରାଲ ସାଣ୍ଟୋସ ସିଟି ଆଦି ଅଞ୍ଚଳ ଝଡ଼ ଦ୍ୱାରା ପ୍ରଭାବିତ ହୋଇଛି। କୃଷି ବିଭାଗ କହିଛି ଯେ ୮,୬୦୮ କୃଷକ ଏବଂ ମତ୍ସ୍ୟଜୀବୀ ଏଥିରେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଚାଉଳ, ମକା, ଉଚ୍ଚ ମୂଲ୍ୟର ଫସଲ ଏବଂ ମତ୍ସ୍ୟଚାଷ ଇତ୍ୟାଦି ଅନ୍ତର୍ଭୁକ୍ତ ।

ପ୍ରାୟ ୧୧୩,୪୦୮ ହେକ୍ଟର କୃଷି କ୍ଷେତ୍ର ପ୍ରଭାବିତ ହୋଇଥିବାବେଳେ ଉତ୍ପାଦନ କ୍ଷତି ୧୧,୭୬୧ ମେଟ୍ରିକ ଟନ ହୋଇଛି । କୃଷି ବିଭାଗ କହିଛି ଯେ ଚାଉଳ, ମକା ଏବଂ ମିଶ୍ରିତ ପନିପରିବା ମଞ୍ଜି ପ୍ରଭାବିତ ଚାଷୀଙ୍କୁ ବଣ୍ଟନ କରାଯିବ। ମତ୍ସ୍ୟଜୀବୀ ତଥା ଜଳ ସମ୍ପଦ ଦ୍ୱାରା ପ୍ରଭାବିତ ମତ୍ସ୍ୟଜୀବୀଙ୍କୁ ଫିଙ୍ଗରଲିଙ୍ଗ୍‌ ଏବଂ ଅନ୍ୟାନ୍ୟ ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?