କମ୍ପାନୀ ବସ୍‌-ହାଇଓ୍ବା ଧକ୍କା: ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ,୧୭ା୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ ପାଓ୍ବାର ହାଉସ୍‌ ନିକଟରେ ଶୁକ୍ରବାର ସମ୍ବଲପୁର ଜିଲା ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ ନଂ ବସ୍‌କୁ ଏକ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଥିଲା। ଏହି ବସ୍‌ରେ ୫୦ରୁ ଅଧିକ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ୨୮ ଜଣ ଗୁରୁତର ହୋଇଥିବାରୁ ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗୁରୁତରମାନଙ୍କ ମଧ୍ୟରୁ ଶନିବାର ସନ୍ଧ୍ୟା ସୁଦ୍ଧା ୮ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ଅନ୍ୟପକ୍ଷରେ ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗ ସାଜିଥିଲେ ସଇତାନ: ମନୀଷଙ୍କୁ ମାରି ପୋଖରୀରେ ଫିଙ୍ଗି ଦେଇଥିଲେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଉପରୁ ପରଦା ହଟିଛି। ମୃତ୍ୟୁ ପଛର ରହସ୍ୟ ଖୋଲିଛନ୍ତି ଭୁବନେଶ୍ୱର ଡିସିପି...

୩ ବ୍ଲକର କୃଷି ପ୍ରଭାବିତ ହେବ

କେନ୍ଦ୍ରାପଡା ଅଫିସ,୨୦।୧୧: କେନ୍ଦ୍ରାପଡ଼ା ଜିଲାର ଖରସ୍ରୋତା ନଦୀରୁ ଭଦ୍ରକ ଜିଲାର ୪ ବ୍ଲକକୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ସ୍ଥାନୀୟ ଅଧିବାସୀଙ୍କ ବିରୋଧ ତୀବ୍ରତର...

ତ୍ରିବେଣୀ ସଙ୍ଗମ ଆରତୀରେ ସ୍ବଚ୍ଛତାର ବାର୍ତ୍ତା

ସୋନପୁର,୧୩।୧୧(ନି.ପ୍ର.)-ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସୁବର୍ଣ୍ଣପୁରର ପ୍ରାଚୀନ ଶୈବପୀଠ ରାମେଶ୍ୱର ତ୍ରିବେଣୀ ସଙ୍ଗମ ତଥା ସ୍ବର୍ଣ୍ଣ ପ୍ରୟାଗଠାରେ ୬ଷ୍ଠ ବର୍ଷ ତ୍ରିବେଣୀ ସଙ୍ଗମ ଆରତୀ ମହାସମାରୋହରେ...

ମିଛ କହି କିଡ୍‌ନୀ ବିକିଦେଲେ ସ୍ବାମୀ

ମାଲକାନଗିରି,୨୫ା୮(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍‌ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ...

ରାଜ୍ୟରେ ପରିବହନ ସେବା ବାଧାପ୍ରାପ୍ତ: ଟ୍ରେନ୍‌ ଟିକେଟ୍‌ ବାତିଲ କରୁଛନ୍ତି ଯାତ୍ରୀ,ଏଣିକି ଆର୍‌ଟିଓରେ ଦୈନିକ ମିଳିବ ୫୦ ଲାଇସେନ୍ସ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଗୋଟିଏ ପଟେ କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅପରପକ୍ଷେ ପରିବହନ ସେବା ବାଧାପ୍ରାପ୍ତ ହେଉଥିବା...

କୁକୁର ଛୁଆ ମାରି ଗିରଫ ହେଲେ କ୍ୟାବ୍‌ ଡ୍ରାଇଭର

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): କୁକୁର ଛୁଆଙ୍କ ଉପରେ ଗାଡ଼ି ଚଢ଼ାଇ କ୍ୟାବ୍‌ ଡ୍ରାଇଭର ଗିରଫ ହୋଇଛନ୍ତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରରେ, ଯାହା ଚର୍ଚ୍ଚାର...

ପୁରୀରେ ଆଉ ୪ କରୋନା ରୋଗୀ ଚିହ୍ନଟ: ୯୧ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

ପୁରୀ ଅଫିସ,୩୧।୫: ପୁରୀ ଜିଲାରୁ ପୁଣି ୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି...

ଯବାନଙ୍କ ପାଇଁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୧୫।୮-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର କ୍ୟାମ୍ପସ ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନଙ୍କ ପାଇଁ ରାଖୀ ପଠାଇବା...

Advertisement
Archives

Model This Week