ଏମିତି ବି ଆସେ ମୃତ୍ୟୁ: ଚଣ୍ଡିଖୋଲରେ ଛାତିରେ ହେଲା ଯନ୍ତ୍ରଣା, ଜାରକାରେ…

ଧର୍ମଶାଳା, ୨୦। ୬ (ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ନିକଟରେ ଜଣେ ଟ୍ରକ ଡ୍ରାଇଭରଙ୍କ ହୃଦଘାତରେ ମତ୍ୟୁ ଘଟିଛି।
ସୁଚନା ମୁତାବକ ଟିଏନ- ୨୪ଏଡି – ୭୫୭୯ ନଂ ଟ୍ରକ କଟକ ଅଞ୍ଚଳରୁ କିଛି ଜିନିଷ ବୋଝେଇ କରି କୋଲକାତା ଅଭିମୁଖେ ଯାଉଥିବା ବେଳେ ଚଣ୍ଡିଖୋଲରେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରେ ଟ୍ରାକରେ ଥିବା ହେଲପର ଟ୍ରକ ଚଳାଇ ଜାରକା ଆସି ରାସ୍ତା କଡ଼ରେ ଟ୍ରକ ଲଗାଇ ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଧର୍ମଶାଳା ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି ତେବେ ଡ୍ରାଇଭରଙ୍କ ଏଭଳି ମତ୍ୟୁକୁ ନେଇ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଢଳେଇ କାମ ଚାଲିଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ରାଜମିସ୍ତ୍ରୀ, ତଳେ ପଡ଼ି…

ଦିଗପହଣ୍ଡି/ପାଟପୁର,୧୩ା୭(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟ ଜଗନ୍ନାଥ ପଣ୍ଡାଙ୍କ ନୂଆ ଘରର...

ଏସବୁ କୃଷକଙ୍କୁ ମିଳିବ ନାହିଁ ପିଏମ୍‌ କିଷାନର ଆଗାମୀ କିସ୍ତି! ଆସିଲା ବଡ଼ ଅପ୍‌ଡେଟ୍‌  

ନୂଆଦିଲ୍ଲୀ,୧୩।୭: ଦେଶର କୋଟି କୋଟି କୃଷକ ପିଏମ୍‌ କିଷାନ ଯୋଜନାର ୨୦ତମ କିସ୍ତିର ଅପେକ୍ଷାରେ ଅଛନ୍ତି। ଜୁନରେ ଏହି ଟଙ୍କା ଆସିବାର ଥିଲା, ହେଲେ ଏଥର...

ଶନିଦେବଙ୍କ କୃପା ଦୃଷ୍ଟି ପାଇଁ…

ଧାର୍ମିକ ଶାସ୍ତ୍ର ଅନୁଯାୟୀ, କର୍ମ, ନ୍ୟାୟ ଓ ଦଣ୍ଡର ଅଧିପତି ଶନିଦେବଙ୍କୁ ପ୍ରସନ୍ନ କରିବା ପାଇଁ ଶନିବାର ଦିନ କେଉଁ ଜିନିଷ ଦାନ କଲେ ଶନିଦୋଷ...

ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍‌ଏଚ୍‌ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ...

ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି...

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,...

ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର

ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ...

FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri