Posted inଜାତୀୟ

ବିଷାକ୍ତ ମଦ ପିଇ ୪ମୃତ, ଅନେକ ହସ୍ପିଟାଲରେ ଭର୍ତ୍ତି

ଅହମଦାବାଦ,୨୫।୭: ଗୁଜରାଟର ବୋଟାଡ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବୋଟାଡ ଜିଲା ରୋଜିଦ ଗାଁରେ ବିଷାକ୍ତ ମଦ ପିଇ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭାବନଗର ଓ ବୋଟାଡ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ କେତେକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି। ତେବେ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ବରିଷ୍ଠ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଅନ୍ୟପଟେ ଏହି ମଦ କେଉଁଠାରୁ ଆସିଲା, କିଏ ଏମାନଙ୍କୁ ଦେଇଥିଲା ସେନେଇ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ବର୍ତ୍ତମାନ ଯାଏ କୌଣସି ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ଆଖିବୁଜିଲେ ବିଧାୟକ

ପାଟନା,୧୯।୪: ବିହାରରେ କରୋନା ମାମଲା କ୍ରମାଗତ ଭାବରେ ବଢିଚାଲିଛି। ସୋମବାର ବିହାରର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଜେଡିୟୁ ବିଧାୟକ ମଓ୍ବୋଲାଲ ଚୌଧୁରୀଙ୍କ ପରଲୋକ ଘଟିଛି।...

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ଦିଲ୍ଲୀ ପହଞ୍ଚିଲେ ଶରଦ ପାୱାର

ମୁମ୍ବାଇ,୨୬ ।୬: ମହାରାଷ୍ଟ୍ର ରାଜନୀତିରେ ସଙ୍କଟ ଲାଗି ରହିଥିବା ବେଳେ ରବିବାର ଏନସିପି ନେତା ଶରଦ ପାୱାର ଦିଲ୍ଲୀ ପହଞ୍ଚିଛନ୍ତି, ଯାହାକୁ ନେଇ ଏବେ ଚର୍ଚ୍ଚା...

ଜଳୁଛି ପ୍ରତିହିଂସାର ନିଆଁ, ୧୨ ଘଣ୍ଟାରେ ୨ ରାଜନେତାଙ୍କୁ ହତ୍ୟା…

ଥିରୁଭାନନ୍ତପୁରମ୍‌, ୧୯।୧୨: କେରଳରେ ରାଜନୈତିକ ପ୍ରତିହିଂସାର ନିଆଁ ବ୍ୟାପିବାରେ ଲାଗିଛି। ରବିବାର ଅଲାପ୍ପୁଝାରେ ଭାଜପା ନେତା ଓବିସି ମୋର୍ଚ୍ଚା ସଚିବ ରଞ୍ଜିତ ଶ୍ରୀନିବାସନଙ୍କୁ ତାଙ୍କ ଘର...

ହଙ୍ଗାମା କରିଥିବା ଏମ୍‌ପିଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନ (ଅଗଷ୍ଟ ୧୧)ରେ ରାଜ୍ୟ ସଭାରେ ଜୋରଦାର ହଙ୍ଗାମା ହୋଇଥିଲା। ଯାହାକି ଗୃହର ଗାରିମାକୁ ଆଘାତ ଦେଇଛି ବୋଲି ସରକାର...

୩୩ ପ୍ରତିଶତ ଭାରତୀୟ ମହିଳା ବ୍ୟବହାର କରୁଛନ୍ତି ଇଣ୍ଟରନେଟ: ୟୁଏନ ରିପୋର୍ଟ…

ନୂଆଦିଲ୍ଲୀ,୨୦।୩ : ମିଳିତ ଜାତିସଂଘ ମହିଳା ସଂଗଠନ ମହିଳା ସ୍ଥିତି (ୟୁଏନ-ସିଏସଡବ୍ଲ୍ୟୁ) ଆୟୋଗ ପକ୍ଷରୁ ଡିଜିଟାଲ ଦୁନିଆରେ ମହିଳାଙ୍କ ପ୍ରତି ହେଉଥିବା ଭେଦଭାବ ଦୂର କରିବାକୁ...

ହିମାଚଳର ସମସ୍ତ ଅନ୍ତର୍ଜାତୀୟ ସୀମା ସିଲ

ଚଣ୍ଡିଗଡ଼,୯ ।୫: ହିମାଚଳ ପ୍ରଦେଶର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ହଠାତ୍ ରବିବାର ସମସ୍ତ ଅନ୍ତର୍ଜାତୀୟ ସୀମାକୁ ସିଲ୍ କରି ଦେଇଛନ୍ତି । ଏହାସହ ପୋଲିସକୁ...

କୁନାଲଙ୍କୁ ଇଣ୍ଡିଗୋରେ ୬ ମାସ ଯାତ୍ରା ମନା: ବିମାନରେ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୯ା୧: ରିପବ୍ଲିକ୍‌ ଟିଭିର ସାମ୍ବାଦିକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବିମାନରେ ଦୁର୍ବ୍ୟବହାର କରିବା ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କାମରାଙ୍କୁ ମହଙ୍ଗା ପଡ଼ିଛି। କୁନାଲଙ୍କ ଏ ସମ୍ପର୍କିତ ଭିଡିଓ...

ଜ୍ଞାନବାପି ମାମଲା, ୨୬ ମେ’ରେ ଶୁଣାଣି…

ବାରାଣସୀ, ୨୪।୫ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଜ୍ଞାନବାପି ମାମଲାର ଶୁଣାଣି ବାରାଣସୀର ଜିଲା ଜଜଙ୍କ କୋର୍ଟରେ ଅନୁଷ୍ଠିତ ହୋଇଥିଲା। ଉଭୟ ପକ୍ଷର ଶୁଣାଣି ପରେ କୋର୍ଟ...

Advertisement
Archives

Model This Week